www.samajalive.in
Wednesday, December 10, 2025
16.1 C
Bhubaneswar

ବସ୍‌ ପାଇଁ ୨ମାସର ଟିକସ ଛାଡ଼

ଭୁବନେଶ୍ୱର : କରୋନା ସଂକ୍ରମଣ ପାଇଁ ଜାରି ସପ୍ତାହନ୍ତ ବନ୍ଦ ଓ ତାଲାବନ୍ଦ େଯାଗୁଁ ରାଜ୍ୟର ସମସ୍ତ ଯାତ୍ରୀବାହୀ ବସ୍‌ ସମେତ ସମସ୍ତ ଶିକ୍ଷାନୁଷ୍ଠାନ ବସ୍‌ ଚଳାଚଳ ବନ୍ଦ ରହିଥିଲା। ଫଳରେ ବସ୍‌ ମାଲିକ ବ୍ୟାପକ କ୍ଷତି ସହିଥିଲେ। ଏହାଛଡ଼ା ବସ୍‌ ବନ୍ଦ ରହିବାରୁ ଯନ୍ତ୍ରାଂଶ ମଧ୍ୟ ଖରାପ େହାଇଯାଇଥିଲା। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଅଗଷ୍ଟ ଓ ସେପ୍ଟେମ୍ବର ମାସ ପାଇଁ େମାଟରଯାନ ଟିକସ ସମେତ ଅନ୍ୟାନ୍ୟ ପରିବହନ ଟିକସ ଛାଡ଼ କରିଛନ୍ତି। ଏନେଇ ବସ୍‌ ମାଲିକ ସଂଘ ଦାବି ଉପସ୍ଥାପନ କରିଥିଲା। ସଂଘର ଦାବି ଅନୁସାରେ ଚଳିତ ବର୍ଷର ଏପ୍ରିଲ ମାସରୁ ଜୁଲାଇ ପର୍ଯ୍ୟନ୍ତ ୪ମାସର ଟିକସ ଛାଡ଼ କରିଥିଲେ। ବିଭିନ୍ନ ଶିକ୍ଷାନୁଷ୍ଠାନ ବସ୍‌ ମଧ୍ୟ ଏହି ସୁବିଧା ପାଇବେ େବାଲି ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଜାରି େପ୍ରସ୍‌ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି।

Hot this week

ସୁନା ଓ ରୂପା ଏତିକି ଟଙ୍କା ହେଲା ଶସ୍ତା

ସମାଜ ଡିଜିଟାଲ ଡେସ୍କ: ସୁନା ଓ ରୂପା ମୂଲ୍ୟରେ ସାମାନ୍ୟ ହ୍ରାସ...

ସ୍ବତନ୍ତ୍ର ସିନ୍ଧ୍‌ ଦେଶ ଗଠନ ଦାବି; ପାକିସ୍ତାନରେ ହିଂସା

କରାଚି: ବେଲୁଚିସ୍ତାନ ପରେ ପାକିସ୍ତାନରେ ଏବେ ସ୍ବତନ୍ତ୍ର ସିନ୍ଧ୍‌ଦେଶ ଗଠନ ଦାବି...

ଭୋଟ ଚୋରି ଜାତୀୟତା ବିରୋଧୀ କାର୍ଯ୍ୟ: ରାହୁଲ

ନୂଆଦିଲ୍ଲୀ: ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଦେଶର ବିଭିନ୍ନ ରାଜ୍ୟରେ ଚାଲିଥିବା ସ୍ବତନ୍ତ୍ର...

ଆଇପିଏଲ୍‌ ନିଲାମ ତାଲିକାରେ ୩୫୦ ଖେଳାଳି

ନୂଆଦିଲ୍ଲୀ: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୦୨୬ ସଂସ୍କରଣ ଲାଗି ମିନି...

ଓଡ଼ିଶା ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନ ଟୁର୍ଣ୍ଣାମେଣ୍ଟ ଆରମ୍ଭ

କଟକ: କଟକର ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମ୍‌ରେ ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ଟୁର୍ଣ୍ଣାମେଣ୍ଟ...

Related Articles

Popular Categories