www.samajalive.in
Tuesday, December 9, 2025
23.1 C
Bhubaneswar

ଦିନକରେ ୧୦୭୮ କରୋନା ସଂକ୍ରମିତ ରାଜ୍ୟରେ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ମଙ୍ଗଳବାର ଗୋଟିଏ ଦିନରେ ୧୦୭୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୬୨୬ ଓ ସ୍ଥାନୀୟ ସଂକ୍ରମିତ ୪୫୨ ଜଣ ରହିଛନ୍ତି। ଅନୁଗୁଳ ଜିଲାରୁ ୨୬, ବାଲେଶ୍ୱର ୪୫, ବରଗଡ ୬, ଭଦ୍ରକ ୨୫, ବଲାଙ୍ଗିର ୪, ବଉଦ ୧ ଓ କଟକରୁ ୧୪୭ ଜଣ ଚିହ୍ନଟ ହୋଇଛନ୍ତି। ସେହିଭଳି ଦେବଗଡରୁ ୪, ଢେଙ୍କାନାଳ ୧୬, ଗଜପତି ୨, ଗଞ୍ଜାମ ୬, ଜଗତସିଂହପୁର ୫୮, ଯାଜପୁର ୧୪ ଓ ଝାରସୁଗୁଡାରୁ ୮ ଚିହ୍ନଟ ହୋଇଛନ୍ତି। ଏହି ସମୟ ମଧ୍ୟରେ କଳାହାଣ୍ଡିରୁ ୧, କନ୍ଧମାଳ ୬, କେନ୍ଦ୍ରାପଡା ୫୧, କେନ୍ଦୁଝର ୧୨ ଓ ଖୋର୍ଦ୍ଧାରୁ ୩୭୨ ଜଣ ଚିହ୍ନଟ ହୋଇଛନ୍ତି। ମାଲକାନଗିରି ଜିଲାରୁ ୫, ମୟୁରଭଞ୍ଜ ୩୫, ନବରଙ୍ଗପୁର ୧, ନୟାଗଡ ୨୬, ନୂଆପଡା ୫, ପୁରୀ ୪୮, ରାୟଗଡା ୪, ସମ୍ବଲପୁର ୧୨, ସୋନପୁର ୫, ସୁନ୍ଦରଗଡ ୬ ଓ ଷ୍ଟେଟପୁଲରୁ ୮୩ ଜଣ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଦିନକ ମଧ୍ୟରେ ୧୩୧୯ କରୋନା ସଂକ୍ରମିତ ସୁସ୍ଥ ହୋଇଥିବାବେଳେ ସଂପ୍ରତି ୧୦୬୮୨ ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି।

Hot this week

ସ୍ମୃତି-ପଲାଶଙ୍କ କାହିଁକି ଭାଙ୍ଗିଲା ସମ୍ପର୍କ; ସାର୍ଥୀଙ୍କ ଏହି ଭୁଲକୁ ଝିଅମାନେ କେବେ କ୍ଷମା କରନ୍ତି ନାହିଁ

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି...

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

Related Articles

Popular Categories