www.samajalive.in
Tuesday, December 9, 2025
17.1 C
Bhubaneswar

୨୪ ଘଣ୍ଟାରେ ରାଜ୍ୟରେ ୬୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୫ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୬୩୦କୁ ବୃଦ୍ଧିପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୦ ଜଣ ରହିଛନ୍ତି। ଏଥିସହିତ କଟକ ଜିଲାରେ ୧୨ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେହିଭଳି ନୟାଗଡରେ ୬ ଓ ଅନୁଗୁଳ ଜିଲାରେ ୫ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏହି ସମୟ ମଧ୍ୟରେ ବାଲେଶ୍ୱର, ଜଗତସିଂହପୁର, କେନ୍ଦ୍ରାପଡା ଓ ପୁରୀ ଜିଲାରେ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। କେନ୍ଦୁଝର, ମୟୁରଭଞ୍ଜ ଓ ଢେଙ୍କାନାଳ ଜିଲାରେ ୨ ଜଣ ଲେଖାଏଁ କରୋନା ରୋଗୀଙ୍କର ପ୍ରାଣହାନି ଘଟିଛି। ରାଜ୍ୟର ବରଗଡ, ଯାଜପୁର, କଳାହାଣ୍ଡି, ରାୟଗଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories