www.samajalive.in
Monday, December 8, 2025
27.1 C
Bhubaneswar

ହିମାଚଳପ୍ରଦେଶରେ ଭୂସ୍ଖଳନ ; ୪୦ ରୁ ଅଧିକ ଲୋକେ ଚାପି ହୋଇରହିଥିବା ଆଶଙ୍କା

କିନୌର : ଆଜି ହିମାଚଳପ୍ରଦେଶରେ ଭୂସ୍ଖଳନ ହୋଇଥିବା ନେଇ ଖବର ମିଳିଛି । କିନୌର ଜିଲାର ନିଗୁଲସେରୀ ୫ ନମ୍ବର ଜାତୀୟ ରାଜପଥରେ ଚୀଲ ଜଙ୍ଗଲ ନିକଟରେ ପାହାଡ ଧସିବା ଫଳରେ ଯାଉଥିବା ସରକାରୀ ବସ,ଟ୍ରକ ଅନ୍ୟ କିଛି ଗାଡି ସହ ୪୦ ରୁ ଅଧିକ ଲୋକେ ଚାପି ହୋଇ ରହିଥିବା ନେଇ ସୂଚନା ମିଳିଛି । ଘଟଣା ବିଷୟରେ ଅଧିକ ଖବର ହସ୍ତଗତ ହୋଇପାରି ନାହିଁ ।

Hot this week

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

Related Articles

Popular Categories