www.samajalive.in
Thursday, December 11, 2025
16.1 C
Bhubaneswar

ତ୍ବଚା ପାଇଁ ଲାଭଦାୟକ ରୁଟି

ରୁଟିରେ ଭିଟାମିନ୍ସ, ମିନେରାଲ୍ସ, କ୍ୟାଲସିୟମ, ଫସଫୋରସ, ମ୍ୟାଗ୍ନେଶିୟମ ଏବଂ ପୋଟାସିୟମ ଭଳି ପୋଷାକ ତତ୍ତ୍ବ ଭରପୁର ମାତ୍ରାରେ ରହିଥାଏ । ବିନା ତେଲରେ ରୁଟି ପ୍ରସ୍ତୁତ ହେଉଥିବାରୁ ଏହା ସ୍ବାସ୍ଥ୍ୟ ପାଇଁ ଉପକାରୀ ଅଟେ ।  ତେବେ ଆସନ୍ତୁ ଜାଣିବା ପ୍ରତିଦିନ ଖାଦ୍ୟରେ ରୁଟି ସାମିଲ କଲେ ଶରୀରକୁ କି ଲାଭ ମିଳେ ।

ତ୍ବଚା ପାଇଁ ରୁଟି ଉତ୍ତମ । କାରଣ ଏଥିରେ ଥିବା ଜିଙ୍କ ଏବଂ ଅନ୍ୟ ମିନେରାଲ୍ସ ତ୍ବଚା ପାଇଁ ଲାଭଦାୟକ ହୋଇଥାଏ ।

- Advertisement -

ଏକ ମଧ୍ୟମ ଧରଣର ଗହମ ଅଟାରେ ପ୍ରସ୍ତୁତ ରୁଟିରେ ୭୧ କ୍ୟାଲୋରୀ ଥାଏ ।

ରୁଟି ଖାଇବା ଦ୍ବାରା ଶରୀରକୁ ଭରପୁର ମାତ୍ରାରେ ଶକ୍ତି ମିଳିଥାଏ ।

ରୁଟିରେ ଥିବା କାର୍ବୋହାଇଡ୍ରେଡ୍ ଶରୀରକୁ ଶକ୍ତି ପ୍ରଦାନ କରିବା ସହ ଶୀଘ୍ର ଭୋକ କରାଇ ନ ଥାଏ ।

ରୁଟି ଖାଇବା ଦ୍ବାରା ମସ୍ତିଷ୍କ ସୁସ୍ଥ ରହିବା ସହ ମୁଡ୍ ମଧ୍ୟ ଠିକ୍ ରହିଥାଏ ।
ରୁଟିରେ ଭରପୁର ମାତ୍ରାରେ ନ୍ୟୁଟ୍ରିଏଣ୍ଟ ଥାଏ । ଏହା ସହ ରୁଟିରେ ପ୍ରଚୁର ମାତ୍ରରେ ଭିଟାମିନ ବି ଏବଂ ଇ ରହିଥାଏ ।

କପର, ଜିଙ୍କ, ଆୟୋଡିନ୍, ପୋଟାସିୟମ ଏବଂ କ୍ୟାଲସିୟମ ଭଳି ଅନେକ ପୋଷକ ତତ୍ତ୍ବ ରୁଟିରୁ ମିଳିଥାଏ ।

ରୁଟିରେ ଫାଇବର ରହିଥାଏ, ଯାହା ସହଜରେ ହଜମ ହେବାରେ ସାହାଯ୍ୟ କରେ ।

ଭାତ ତୁଳନାରେ ରୁଟିରେ କମ୍ ମାତ୍ରା କ୍ୟାଲୋରୀ ରହିଥାଏ ।

 

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories