www.samajalive.in
Tuesday, December 9, 2025
17.1 C
Bhubaneswar

ଦୁଇ ବାଇକ ମଧ୍ୟରେ ଧକ୍କା, ୨ ଗୁରୁତର

ପାଟଣା : ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ୨୦ ନଂ ଜାତୀୟ ରାଜପଥର ପିପିଳିଆ ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଉଭୟ ବାଇକ ଆରୋହୀ ଗୁରୁତର ଆହତ ହୋଇଛନ୍ତି । କେନ୍ଦୁଝର ଅଭିମୁଖେ ଯାଉଥିବା ରାଇରଙ୍ଗପୁର ଅଞ୍ଚଳର ଟିଭିଏସ ଆପାଚିରେ ଜଣେ ଓ ଯାଜପୁର ଅଭିମୁଖେ ଯାଉଥିବା ଯାଜପୁର ଅଞ୍ଚଳର ବାଜାଜ ସିଟି ୧୦୦ ବାଇକରେ ଦୁଇଜଣ ଥିଲେ । ଦୁର୍ଘଟଣାରେ ଉଭୟ ବାଇକର କିଛି ଅଂଶ ଭାଙ୍ଗି ଚୁରମାର ହୋଇଥିବା ଦେଖିବାକୁ ମିଳିଛି । ଉଭୟ ଗୁରୁତରଙ୍କୁ ସ୍ଥାନୀୟ ଲୋକଙ୍କ ସହାୟତାରେ ୧୦୮ ରୋଗୀଯାନ ଯୋଗେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠା ଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories