www.samajalive.in
Monday, December 15, 2025
24.1 C
Bhubaneswar

ଅଗ୍ନିକାଣ୍ଡରେ ଜଳିଗଲା ସମ୍ପୂର୍ଣ୍ଣ ଘର

ଦ୍ୱାରଶୁଣି: ମୟୁରଭଞ୍ଜ ଜିଲା ବାଙ୍ଗିରିପୋଷି ତହସିଲ ଅନ୍ତର୍ଗତ ବୁଢ଼ୀଖମlରି ପଞ୍ଚlୟତରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ଏଥିରେ ଦୁଗିରି ସାହି ଗ୍ରାମର ଶଙ୍କର ଟୁଡୁ ଘର ସମ୍ପୂର୍ଣ୍ଣ ଭାବେ ଜଳି ଯାଇଛି । ଫଳରେ ଘରେ ଥିବା ସମସ୍ତ ଆସବାବ ପତ୍ର ସହ ଚାଉଳ, ପିନ୍ଧାବସ୍ତ୍ର, ଦରକାରୀ କାଗଜପତ୍ର ଜଳି ନଷ୍ଟ ହୋଇଯାଇଛି । ଗତକାଲି ବିଳମ୍ବିତ ରାତ୍ରରେ ନିଆଁ ଲାଗିଥିଲା। ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories