www.samajalive.in
Monday, December 15, 2025
16.1 C
Bhubaneswar

ଟଙ୍କା ଓ ସୁନା ଗହଣା ଲୁଟି ନେଲେ ଦୁବୃର୍ତ୍ତ

ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ଥାନା ଡିଆନାଳି ଗ୍ରାମରେ ଆଜି ଦିନ ପାଖାପାଖି ୧୧ଟା ସମୟରେ ଗ୍ରାମର ନେତ୍ରାନନ୍ଦ ମହାନ୍ତ ଘରେ ପଶି ନଗଦ ଟଙ୍କା ସହ ସୁନା ଗହଣା ଲୁଟି ନେଇଛନ୍ତି ଦୁବୃର୍ତ୍ତ। ଘରେ କେହି ନଥିବା ସୁଯୋଗରେ ଦୁବୃର୍ତ୍ତ ଘରର କବାଟ ତାଲା ଭାଙ୍ଗି ଘରେ ପଶିବା ପରେ ଗଡରେଜକୁ ତାଡି ଗୋଟିଏ ସୁନା ହାର, ହଳେ ସୁନା କାନଫୁଲ, ଗୋଟିଏ ସୁନା ତୁଳସୀ ମାଳ ଓ ପାଉଁଜି ସହ ନଗଦ ୮୦ ହଜାର ଟଙ୍କା ନେଇ ଘଟଣା ସ୍ଥଳରୁ ଫେରାର ହୋଇଯାଇଛନ୍ତି। ଖବର ପାଇ ପାଟଣା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

Related Articles

Popular Categories