www.samajalive.in
Saturday, December 13, 2025
27.1 C
Bhubaneswar

ରାଜ୍ୟରେ ଚିନ୍ତା ବଢାଉଛି କରୋନା; ଦିନକରେ ୧୧୯୩ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ବୃଦ୍ଧି ପୁଣି ସମସ୍ତଙ୍କ ପାଇଁ ଚିନ୍ତା ବଢାଇଦେଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୧୧୯୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୬୯୫ ଓ ସ୍ଥାନୀୟ ସଂକ୍ରମିତ ୪୯୮ ଜଣ ରହିଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୪୯, ବାଲେଶ୍ୱର ୬୯, ବରଗଡ ୧୦, ଭଦ୍ରକ ୧୫, ବଲାଙ୍ଗୀର ୯, ବଉଦ ୩ ଓ କଟକରୁ ୧୬୧ ଜଣ ଚିହ୍ନଟ ହୋଇଛନ୍ତି।

ସେହିଭଳି ଦେବଗଡରୁ ୫, ଢେଙ୍କାନାଳ ୩୧, ଗଜପତି ୨, ଗଞ୍ଜାମ ୧୩ ଓ ଜଗତସିଂହପୁର ଜିଲାରୁ ୫୬ ଚିହ୍ନଟ ହୋଇଛନ୍ତି। ଏହି ସମୟ ମଧ୍ୟରେ ଯାଜପୁରରୁ ୫୦, ଝାରସୁଗୁଡା ୧୦, କନ୍ଧମାଳ ୪, କେନ୍ଦ୍ରାପଡା ୨୯, କେନ୍ଦୁଝର ୨୦ ଓ ଖୋର୍ଦ୍ଧାରୁ ୪୨୫ ଚିହ୍ନଟ ହୋଇଛନ୍ତି। କୋରାପୁଟରୁ ୪, ମାଲକାନଗିରି ୩, ମୟୁରଭଞ୍ଜ ୨୨, ନବରଙ୍ଗପୁର ୨, ନୂଆପଡା ୨ ଓ ପୁରୀରୁ ୩୪ ଚିହ୍ନଟ ହୋଇଛନ୍ତି। ଦିନକ ମଧ୍ୟରେ ରାୟଗଡାରୁ ୯, ସମ୍ବଲପୁର ୧୧, ସୁନ୍ଦରଗଡ ୧୦ ଓ ଷ୍ଟେଟପୁଲରୁ ୯୬ ଚିହ୍ନଟ ହୋଇଛନ୍ତି। ଏହି ସମୟ ମଧ୍ୟରେ ଆଉ ୧୧୭୭ ଜଣ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ସଂପ୍ରତି ୧୦୮୦୯ ଜଣ ସକ୍ରିୟ କରୋନା ସଂକ୍ରମିତ ରହିଛନ୍ତି।

Hot this week

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

ମହାନଦୀକୁ ହତ୍ୟା ଷଡ଼ଯନ୍ତ୍ର ଚାଲିଛି- ପ୍ରସନ୍ନ

ଭୁବନେଶ୍ୱର: ମହାନଦୀ ପ୍ରସଙ୍ଗର ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ବଡ ବୟାନ...

ବିଜେପିରେ ଦିଲ୍ଲୀରୁ ହୁଏ ନିଷ୍ପତ୍ତି; ମୋ ସହିତ ଆଦୌ ପରାମର୍ଶ କରାଯାଏନାହିଁ

ସମାଜ ଡିଜିଟାଲ ଡେସ୍କ: ପଞ୍ଜାବରେ ବିଜେପି ରାଜନୀତି ସରଗରମ । ପୂର୍ବତନ...

Related Articles

Popular Categories