www.samajalive.in
Tuesday, December 9, 2025
26.1 C
Bhubaneswar

ଆଗାମୀ ପଞ୍ଚାୟତ ନିର୍ବାଚନରେ ୨୭% ଓବିସି ପ୍ରାର୍ଥୀ ଦେବ ବିଜେଡ଼ି

ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନ ପୂର୍ବରୁ ଏକ ବଡ଼ ଘୋଷଣା କରିଛି ବିଜେଡ଼ି। ଆଗାମୀ ପଞ୍ଚାୟତ ନିର୍ବାଚନରେ ବିଜେଡି ୨୭ ପ୍ରତିଶତ ଅନ୍ୟ ପଛୁଆ ବର୍ଗ(ଓବିସି) ପ୍ରାର୍ଥୀ ଦେବ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଦଳ ଏହି ନିଷ୍ପତ୍ତି ନେଇଛି ବୋଲି ଶୁକ୍ରବାର ଏକ ସାମ୍ବାଦିକ ସମ୍ମିଳନୀରେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଏବଂ ଉଚ୍ଚଶିକ୍ଷାମନ୍ତ୍ରୀ ଅରୁଣ ସାହୁ କହିଛନ୍ତି। ପଞ୍ଚାୟତ ସହ ପରବର୍ତ୍ତୀ ନିର୍ବାଚନରେ ବିଜେଡ଼ି ୨୭% ଏସ୍‌ଇବିସି ପ୍ରାର୍ଥୀ ଦେବ ବୋଲି କହିଛନ୍ତି ଦୁଇ ମନ୍ତ୍ରୀ।

ଏନେଇ କୌଣସି କୋର୍ଟ କଟକଣା, କେନ୍ଦ୍ରୀୟ ଆଇନ ନଥିବାରୁ ରାଜନୈତିକ ନିଷ୍ପତ୍ତି ନେଉଛୁ। ବିଜେପି ଓ ଅନ୍ୟ ଦଳମାନେ ଏଥିରୁ ଶିକ୍ଷା ଗ୍ରହଣ କରନ୍ତୁ ବୋଲି କହିଛନ୍ତି ମନ୍ତ୍ରୀ ଅରୁଣ ସାହୁ।

Hot this week

ଅପରାହ୍ନ ୩ଟା ମୁଖ୍ୟ ଖବର

() ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦ ମ୍ୟାଚ୍ କୁ ନେଇ...

କେଉଁ ଡାଲି ଶରୀର ପାଇଁ ଜରୁରୀ: ରକ୍ତଚାପ, କୋଲେଷ୍ଟ୍ରଲ ଏବଂ ଓଜନ ମଧ୍ୟ ହ୍ରାସ ପାଇଥାଏ

ସମାଜ ଡିଜିଟାଲ ଡେସ୍କ: ଡାଲି ପୁଷ୍ଟିସାରରେ ଭରପୂର ରହିଥାଏ। ଏଥିରେ ପ୍ରଚୁର...

ସରିଲା ଶୀତକାଳୀନ ଅଧିବେଶନ

ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଅଧିବେଶନ...

ବିଦ୍ୟୁତ୍ ତାର ଲାଗି ତାଲିମ ବିମାନ ଦୁର୍ଘଟଣା

ସମାଜ ଲାଇଭ ଡ଼େସ୍କ : ମଧ୍ୟପ୍ରଦେଶର ସିଓନିରେ ଏକ ତାଲିମ ବିମାନ...

ଅଜବ ନିଶା: କାରରେ ଭିଆଇପି ନମ୍ବର ପାଇଁ ୨୭ଲକ୍ଷ ଟଙ୍କାର ନିଲାମ, ଭାଙ୍ଗିଲା ସବୁ ରେକର୍ଡ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ନୋଏଡାରେ ଏକ ଅଜବ ଘଟଣା...

Related Articles

Popular Categories