www.samajalive.in
Tuesday, December 9, 2025
16.1 C
Bhubaneswar

ସେପ୍ଟେମ୍ବର ୬ରୁ ହେବ ଓଜେଇ

ଭୁବନେଶ୍ୱର: ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଆସନ୍ତା ସେପ୍ଟେମ୍ୱର ୬ରୁ ଆରମ୍ଭ ହେବ ଏବଂ ଏହା ସେପ୍ଟେମ୍ୱର ୧୮ ତାରିଖ ପର୍ଯ୍ୟନ୍ତ ଚାଲିବ। କୋଭିଡ ଗାଇଡଲାଇନ ମାନି ପ୍ରତିଦିନ ୩ଟି ସିଫ୍ଟରେ କମ୍ପ୍ୟୁଟ୍‌ର ବେସଡ୍‌ ଟେଷ୍ଟ(ସିବିଟି) ପରୀକ୍ଷା ହେବ ବୋଲି ଓଜେଇଇ ଅଧ୍ୟକ୍ଷ ସୁଦୀପ ଚାନ୍ଦ ସୂଚନା ଦେଇଛନ୍ତି।
ଗଣେଶ ପୂଜା ଓ ନିଟ୍‌ ପରୀକ୍ଷା ଦୃଷ୍ଟିରୁ ମଝିରେ ବ୍ୟବଧାନ ରଖାଯାଇଛି। ଗତବର୍ଷ ପରି ଚଳିତବର୍ଷ ପରୀକ୍ଷା ସିବିଟି ମୋଡ୍‌ରେ ହେବ। କେଉଁଦିନ କେଉଁ ପରୀକ୍ଷା ହେବ, ତାହାର ସମ୍ପୂର୍ଣ୍ଣ ବିବରଣୀ ଓଜେଇ ୱେବସାଇଟ୍‌ ପ୍ରକାଶ କରାଯାଇଛି। ଛାତ୍ରଛାତ୍ରୀ ଓ ଅଭିଭାବକମାନେ ୱେବସାଇଟ୍‌ରୁ ଏହି ତଥ୍ୟ ପାଇପାରିବେ ବୋଲି ଶ୍ରୀ ଚାନ୍ଦ ସୂଚନା ଦେଇଛନ୍ତି।

ଚଳିତବର୍ଷ ରାଜ୍ୟର ସବୁ ଜିଲାରେ ହେବ ଓଜେଇଇ ପରୀକ୍ଷା କେନ୍ଦ୍ର କରାଯାଇଛି। ଏହାଛଡ଼ା ରାଜ୍ୟ ବାହାରେ ୩ଟି ସ୍ଥାନକୁ ଅନଲାଇନ୍ ପରୀକ୍ଷା କେନ୍ଦ୍ର ଭାବେ ସାମିଲ କରାଯାଇଛି। ରାଜ୍ୟ ବାହାରେ ପାଟନା, ରାଞ୍ଚି ଓ କଲକାତାରେ ଓଜେଇ ପରୀକ୍ଷା କେନ୍ଦ୍ର ହୋଇଛି ବୋଲି ସୂଚନା ଦିଆଯାଇଛି।

Hot this week

୨୦୨୬ରେ ଦୁଇ ଥର ଚଳନ କରିବେ ରହୁ: ଏହି ରାଶିରେ ବର୍ଷିବ ଧନ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ, ନୂଆ ଆଶା ନେଇ ଆସୁଛି...

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

Related Articles

Popular Categories