www.samajalive.in
Wednesday, December 10, 2025
15.1 C
Bhubaneswar

ସ୍ୱତନ୍ତ୍ରତା ଦିବସକୁ ନଜରରେ ରଖି ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡାକଡି

ନୂଆଦିଲ୍ଲୀ : ୭୫ ତମ ସ୍ୱତନ୍ତ୍ରତା ଦିବସ ୧୫ ଅଗଷ୍ଟ ପୂର୍ବରୁ ଆତଙ୍କବାଦୀ ଦେଇଥିବା ଧମକକୁ ନଜରରେ ରଖି ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। କିଛି ଦିନ ପୂର୍ବରୁ ଦିଲ୍ଲୀ ବିମାନବନ୍ଦରକୁ ବିସ୍ଫୋରଣରେ ଉଡ଼ାଇଦେବା ପାଇଁ ଧମକ ଦିଆଯାଇଥିଲା। ଦିଲ୍ଲୀ,ପଞ୍ଜାବ ଭଳି କେତେକ ଐତିହାସିକ ସ୍ଥାନରେ ସୁରକ୍ଷା ବ୍ୟବସ୍ଥା କରାଯିବା ସହ ତଲାସି ଅଭିଯାନ ଜାରି ରହିଛି। ଲୋକଙ୍କୁ ମଧ୍ୟ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories