www.samajalive.in
Tuesday, December 9, 2025
16.1 C
Bhubaneswar

ଟିଏମ୍‌ସିରେ ଯୋଗ ଦେଲେ ସୁସ୍ମିତା ଦେବ

ନୂଆଦିଲ୍ଲୀ: ଟିଏମ୍‌ସିରେ ଯୋଗ ଦେଲେ କଂଗ୍ରେସର ବରିଷ୍ଠ ନେତ୍ରୀ ସୁସ୍ମିତା ଦେବ। ସୋମବାର ସକାଳେ କଂଗ୍ରେସରୁ ଇସ୍ତଫା ଦେବା ପରେ ଅପରାହ୍ନରେ ସେ ଟିଏମ୍‌ସିରେ ସାମିଲ ହୋଇଛନ୍ତି । ସୁସ୍ମିତା ଦେବ କଂଗ୍ରେସ ଦଳର ମହିଳା ୱିଙ୍ଗର ସଭାପତି ଥିଲେ।

ଟିଏମସି ଏକ ଟ୍ବିଟ୍‌ ଜରିଆରେ କହିଛି ଯେ, ଆମେ ସୁସ୍ମିତା ଦେବଙ୍କୁ ଟିଏମ୍‌ସିରେ ସ୍ୱାଗତ କରୁଛୁ। ଟିଏମସି ଦଳର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀ ଏବଂ ରାଜ୍ୟସଭା ସାଂସଦ ଡେରେକ ଓ’ବ୍ରାଇନ୍ ସୁସ୍ମିତା ଦେବଙ୍କୁ ଦଳକୁ ସ୍ୱାଗତ କରିବାର ଫଟୋ ମଧ୍ୟ ପୋଷ୍ଟ କରିଛନ୍ତି।

- Advertisement -

ସୁସ୍ମିତା କଂଗ୍ରେସ ଦଳରୁ ଇସ୍ତଫା ଦେଇ କହିଥିଲେ ଯେ ସେ “ଜନସେବାର ଏକ ନୂତନ ଅଧ୍ୟାୟ ଆରମ୍ଭ କରୁଛନ୍ତି”।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories