www.samajalive.in
Monday, December 8, 2025
13.1 C
Bhubaneswar

+୩ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ, ଅଗଷ୍ଟ ୨୦ରୁ ସେପ୍ଟେମ୍ବର ୪ ଯାଏ ଅନଲାଇନ୍‌ ଆବେଦନ

ଭୁବନେଶ୍ୱର: ଯୁକ୍ତ ୩ ନାମଲେଖା ପାଇଁ ମଙ୍ଗଳବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଅଗଷ୍ଟ ୨୦ ତାରିଖ ସକାଳ ୧୧ଟାରୁ ସେପ୍ଟେମ୍ବର ୪ ତାରିଖ ରାତି ୧୧ଟା ୪୫ ମିନିଟ୍ ଯାଏଁ ଛାତ୍ରଛାତ୍ରୀମାନେ ଅନଲାଇନ୍ ଆବେଦନ କରିପାରିବେ। www.dhe.odisha.gov.in ଏବଂ www.samsodisha.gov.inରେ ଅନ୍‌ଲାଇନ୍ କମନ୍ ଆପ୍ଲିକେସନ୍‌ ଫର୍ମ ଉପଲବ୍ଧ ହେବ। ସେପ୍ଟେମ୍ବର ୯ ତାରିଖ ସକାଳ ୧୧ଟାରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ। ସେପ୍ଟେମ୍ବର ୯ ତାରିଖ ଦିନ ୨ଟାରୁ ୧୪ ତାରିଖ ରାତି ୧୧ଟା ୪୫ ମଧ୍ୟରେ ଛାତ୍ରଛାତ୍ରୀମାନେ ସାମ୍ସ ପୋର୍ଟାଲରେ ଅନଲାଇନ୍‌ ଫି’ ଦାଖଲ କରିପାରିବେ। ଏହାପରେ ପ୍ରଥମ ପର୍ଯ୍ୟାୟର ନାମଲେଖା ପ୍ରକ୍ରିୟା ସେପ୍ଟେମ୍ବର ୧୬ ତାରିଖରେ ଶେଷ ହେବ। ସେପ୍ଟେମ୍ବର ୨୧ରେ ଦ୍ୱିତୀୟ ମେଧା ତାଲିକା ପ୍ରକାଶ ପାଇବ।

 

- Advertisement -

 

Hot this week

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

ଜାଡ଼ରେ ଥରୁଛି ଓଡ଼ିଶା: ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି।...

Related Articles

Popular Categories