www.samajalive.in
Saturday, December 6, 2025
15.1 C
Bhubaneswar

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

ଫୁଲବାଣୀ: ପିଏମ୍‌ ଆବାସ ଯୋଜନା ପାଇଁ ଲାଞ୍ଚ ନେବା ବେଳେ ଗିରଫ ହେଲେ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ। ଦାରିଙ୍ଗବାଡ଼ି ସରମୂଳି ପିଇଓ ତାଇତସ ନାଏକ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ହିତାଧିକାରୀଙ୍କ ପୁଅଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ଲାଞ୍ଚ ଟଙ୍କାକୁ ଜବତ କରାଯିବା ସହ ପିଇଓ ତାଇତସ ନାଏକଙ୍କ ବିରୁଦ୍ଧରେ ମାମଲା ରୁଜୁ କରାଯାଇଛି। ଅଧିକ ତଦନ୍ତ ଜାରି ରହିଛି।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories