www.samajalive.in
Saturday, December 13, 2025
26.1 C
Bhubaneswar

ଭଦ୍ରକ ବିଧାୟକଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ବିଧାୟକ ସୁରକ୍ଷିତ

ଯାଜପୁର : ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ବୁଧବାର ଭୁବନେଶ୍ୱରରୁ ଭଦ୍ରକ ଗସ୍ତ କରୁଥିବା ସମୟରେ ୧୬ ନଂ ଜାତୀୟ ରାଜପଥ ଜାରକା ପାଖରେ ଏକ ଟ୍ରକ ତାଙ୍କ କାରକୁ ଧକ୍କା ଦେଇଥିଲା। ତେବେ ବିଧାୟକ ସୁରକ୍ଷିତ ଥିବା ଜଣାପଡ଼ିଛି। ଖବର ପାଇ ଧର୍ମଶାଳାର ପ୍ରଣବ କୁମାର ବଳବନ୍ତରାୟ ଭଦ୍ରକ ବିଧାୟକଙ୍କ ପାଖରେ ପହଞ୍ଚି ବିଧାୟକଙ୍କୁ ମେଡିକାଲ ନେଇ ସମସ୍ତ ସେବା ଯୋଗାଇ ଦେଇଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories