www.samajalive.in
Tuesday, December 9, 2025
16.1 C
Bhubaneswar

+୨ କଳାରେ ଆଠଗଡ କଲେଜର ଶତପ୍ରତିଶତ ସଫଳତା

ଆଠଗଡ: ଓଡିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଗତ ଶନିବାର ଚଳିତ ବର୍ଷର +୨ କଳା ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ଆଠଗଡସ୍ଥିତ ଗୋପବନ୍ଧୁ (କନିଷ୍ଠ) ବିଜ୍ଞାନ କଲେଜର ଫଳାଫଳ ଶତପ୍ରତିଶତ ହୋଇଥିବା ଜଣାପଡିଛି। ଏହି କଲେଜରେ ମୋଟ ୨୪୧ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୧୪୩ ଜଣ ପ୍ରଥମ ଶ୍ରେଣୀରେ, ୬୩ ଜଣ ୨ୟ ଶ୍ରେଣୀ ଏବଂ ୩୫ ଜଣ ୩ୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି। କଲେଜର ଛାତ୍ର ଦିନେଶ କୁମାର ପ୍ରଧାନ ସର୍ବାଧିକ ୪୯୩ ନମ୍ବର ରଖି କଲେଜର ସର୍ବୋଚ୍ଚ ସ୍ଥାନ ଅଧିକାର କରିଥିବା କଲେଜ ଅଧ୍ୟକ୍ଷ ଡଃ ଲୋକନାଥ ସାହୁଙ୍କ ସୁତ୍ରରୁ ପ୍ରକାଶ।

Hot this week

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

ଟଙ୍କାର ବିନିମୟ ମୂଲ୍ୟ ଆଉ ୧୬ ପଇସା କମିଲା

ନୂଆଦିଲ୍ଲୀ, ୮ା୧୨: ସୋମବାର ଆମେରିକୀୟ ଡଲାର ତୁଳନାରେ ଟଙ୍କା ୧୬ ପଇସା...

Related Articles

Popular Categories