www.samajalive.in
Wednesday, December 10, 2025
15.1 C
Bhubaneswar

ବିଏସ୍ଏ‌ଫ୍‌ ଯବାନଙ୍କ ଯୋଗୁ ବଞ୍ଚିଲେ ଗର୍ଭବତୀ

ମାଲକାନଗିରି: ପୁଣି ଦେଖିବାକୁ ମିଳିଛି ଯବାନଙ୍କ ମହାନତା। ଆଜି ମାଲକାନଗିରି ଜିଲା ପେପରମେଟଲା ପଞ୍ଚାୟତର ବିଚ୍ଛିନ୍ନ ଅଞ୍ଚଳ ବିଦାରପୋକନା ଗାମର ଜଣେ ଗର୍ଭବତୀ ମହିଳା ଗର୍ଭ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଗ୍ରାମବାସୀ ଖଟିଆରେ ବୋହି ବୋହି ୭କି.ମି ବଡ଼ପଡ଼ା ବିଏସଏଫ ଯବାନଙ୍କ କ୍ୟାମ୍ପକୁ ଆଣିଥିଲେ। ସେଠାରୁ ଯବାନ ମାନେ ତାଙ୍କୁ ନିଜ ଆମ୍ବୁଲାନ୍ସରେ ଚିତ୍ରକୋଣ୍ଡା ମେଡ଼ିକାଲ୍‍କୁ ନେଇଥିଲେ। ମାତ୍ର ସେଠାରେ ଅବସ୍ଥା ଗୁରୁତର ହେବାରୁ ମହିଳାଙ୍କୁ ମାଲକାନଗିରି ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ଡାକ୍ତରଙ୍କ ସୂଚନା ଅନୁଯାୟୀ ଗର୍ଭସ୍ଥ ଶିଶୁର ମୃତ୍ୟୁ ଘଟିଥିବା ବେଳେ ମହିଳାଙ୍କ ଅବସ୍ଥା ସ୍ଥିର ରହିଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories