www.samajalive.in
Tuesday, December 9, 2025
16.1 C
Bhubaneswar

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ବିଷୟରେ ବିଜେଡ଼ିର ଜନ ସଚେତନତା କାର୍ଯ୍ୟକ୍ରମ

କଣ୍ଟାବାଞ୍ଜି: ତୁରେକେଲା ବ୍ଲକ ଘୁନେଷ ଗ୍ରାମପଞ୍ଚାୟତବାସୀ ତଥା ବିଜୁ ଜନତା ଦଳର କାର୍ଯ୍ୟକର୍ତ୍ତାମାନଙ୍କୁ ନୂତନ ଭାବେ ଘୋଷଣା ହୋଇଥିବା ବିଜୁ ସ୍ବସ୍ଥ୍ୟ କଲ୍ୟାଣ ଯୋଜନାର ଉପକାରିତା ବିଷୟରେ ଗାଁକୁ ଗାଁ ଯାଇ ସାଧାରଣ ଜନତାଙ୍କୁ ଅବଗତ କରାଇବା ସକାଶେ କଣ୍ଟାବାଞ୍ଜି ବିଜେଡି ବିଧାୟକ ପ୍ରାର୍ଥୀ ଅଜୟ ଦାସ ଉପସ୍ଥିତ କାର୍ଯ୍ୟକର୍ତ୍ତାମାନଙ୍କୁ ଆହ୍ବାନ ଦେଇଥିଲେ। ଆଜିର ଏହି କାର୍ଯ୍ୟକ୍ରମରେ ବିଜେଡି ବ୍ଲକ ସଭାପତି ଆଶାଦୁଲ୍ଲା ଖାନ, ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ବିଶ୍ବନାଥ ସାହୁ, ଜିଲ୍ଲା ବିଜେଡି ଯୁବ ସମ୍ପାଦକ ଶାନ୍ତନୁ ବିଭାର, ବିଜେଡି ବରିଷ୍ଠ ନେତା ସୁବାସ ପୁଟେଲ, ଗୁଣ ସାଗର ପୁଟେଲ, ଦୁତିଆ ମାଝୀ, ଚେତନ ମେହେର, ନନ୍ଦ ଠେଲା, ଘାସିରାମ ସାହୁ, ଦୁର୍ୟ୍ୟୋଧନ ମହାନ୍ତି, ପିତାମ୍ବର ଠେଲା, ଉମାକାନ୍ତ ଠେଲା, ନିଲାମ୍ବର ମାଝୀ, ତୁଲାରାମ ସଗ୍ରିଆ,ସୁଦାମ ହସ, ବିଶ୍ବନାଥ ପୁଞ୍ଜି, ପ୍ରମୁଖ ଉପସ୍ଥିତ ଥିଲେ।

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories