www.samajalive.in
Saturday, December 13, 2025
18.1 C
Bhubaneswar

ଚିତ୍ରକୋଣ୍ଡାରେ ଡଙ୍ଗା ବୁଡ଼ି ୪ ମୃତ

ମାଲକାନଗିରି: ଚିତ୍ରକୋଣ୍ଡା ଜଳ ଭଣ୍ଡାରରେ ଡ଼ଙ୍ଗା ବୁଡ଼ି ୩ ମାଓବାଦୀଙ୍କ ସମେତ ୪ ଜଣ ମୃତ୍ୟୁବରଣ କରିଥିବା ସୂଚନା ମିଳିଛି। ଆଜି ଡ଼ଙ୍ଗାରେ ୩ଜଣ ମାଓବାଦୀ ଓ ଜଣେ ବ୍ୟକ୍ତି ଯାଉଥିବା ବେଳେ ରାଲେଗଡ଼ା ପଞ୍ଚାୟତ ଅନ୍ତର୍ଗତ ଧୂଳିପୁଟ ଠାରେ ଡ଼ଙ୍ଗାଟି ପ୍ରଖର ସ୍ରୋତରେ ଭାରସାମ୍ୟ ହରାଇ ପାଣିରେ ବୁଡ଼ିଯାଇଥିଲା। ସେଥିରେ ବସିଥିବା ୪ଜଣ ଯାକ ମୃତ୍ୟୁ ବରଣ କରିଥିବା ଜଣାପଡ଼ିଛି। ମୃତକଙ୍କ ମଧ୍ୟରୁ ୩ଜଣ ମାଓବାଦୀ ଓ ଜଣେ ଧୂଳିପୁଟ ଗ୍ରାମର ସାଧାରଣ ବ୍ୟକ୍ତି ବୋଲି ଖବର ମିଳିଛି। କିନ୍ତୁ ପୋଲିସ ପକ୍ଷରୁ ଏନେଇ କୌଣସି ନିର୍ଦ୍ଦିଷ୍ଟ ସୂଚନା ଦିଆଯାଇନାହିଁ। ଘଟଣାର ତଦନ୍ତ ଆରମ୍ଭ ହୋଇଥିବା ମାଲକାନଗିରି ଜିଲାର ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories