www.samajalive.in
Friday, December 12, 2025
14.1 C
Bhubaneswar

ବିଧାନସଭା ଅଧିବେଶନ ପୂର୍ବରୁ ହେବ କୋଭିଡ ପରୀକ୍ଷା, ନେଗେଟିଭ ରିପୋର୍ଟଧାରୀଙ୍କୁ ପ୍ରବେଶ ପାଇଁ ଅନୁମତି

ଭୁବନେଶ୍ବର: ବିଧାନସଭା ଅଧିବେଶନ ପୂର୍ବରୁ ହେବ କୋଭିଡ ପରୀକ୍ଷା। ସମସ୍ତ ବିଧାୟକ, ସେମାନଙ୍କ ଡ୍ରାଇଭର ଓ କର୍ମଚାରୀଙ୍କ ହେବ କରୋନା ପରୀକ୍ଷା। ବିଧାନସଭାରେ କାର୍ଯ୍ୟରତ ସମସ୍ତ କର୍ମଚାରୀଙ୍କ କରୋନା ପରୀକ୍ଷା କରାଯିବ ବୋଲି ବାଚସ୍ପତି ଡ.ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

ଆସନ୍ତା ସେପ୍ଟେମ୍ବର ୨୯, ୩୦ ଓ ୩୧ ତାରିଖ ଦିନ ବିଧାୟକ, ସେମାନଙ୍କ ଡ୍ରାଇଭର ଓ କର୍ମଚାରୀଙ୍କ ସମେତ ବିଧାନସଭାରେ କାର୍ଯ୍ୟରତ ସମସ୍ତ କର୍ମଚାରୀମାନଙ୍କ କରୋନା ପରୀକ୍ଷା କରାଯିବାକୁ ନିଷ୍ପତ୍ତି ହୋଇଛି। ନେଗେଟିଭ ଥିବା ବିଧାୟକ ଓ କର୍ମଚାରୀଙ୍କୁ ବିଧାନସଭାରେ ପ୍ରବେଶ ପାଇଁ ଅନୁମତି ମିଳିବ। ଥରେ ହେଲେ କୋଭିଡ ଟିକା ନେଇ ନ ଥିବା ସଦସ୍ୟଙ୍କୁ ବିଧାନସଭାରେ ପ୍ରବେଶ ପାଇଁ ଅନୁମତି ଦିଆଯିବ ନାହିଁ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି।

Hot this week

ଜାନୁଆରୀ ୩୧ ରୁ ଓସିଏସ୍‌ ମୁଖ୍ୟ ଲିଖିତ ପରୀକ୍ଷା

କଟକ : ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ବାରା ପରିଚାଳିତ ଓଡ଼ିଶା...

ସଜାଡ଼ିବାକୁ ଉଦ୍ୟମ : ମୋକିମ୍‌

କଟକ : ବାରବାଟୀ କଟକର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଚିଠିକୁ...

ଓଡ଼ିଶା ହେବ ଜବରଦଖଲମୁକ୍ତ

ଭୁବନେଶ୍ବର: ଓଡ଼ିଶାକୁ ଜବରଦଖଲମୁକ୍ତ କରିବାକୁ ରାଜସ୍ବ ବିଭାଗ ଅଣ୍ଟା ଭିଡ଼ିଛି। ବିଭାଗସ୍ତରରେ...

୬ ରାଜ୍ୟରେ ଏସ୍‌ଆଇଆର୍‌ ସମୟସୀମା ବୃଦ୍ଧି

ନୂଆଦିଲ୍ଲୀ: ନିର୍ବାଚନ କମିଶନ (ଇସି)ଙ୍କ ତରଫରୁ ଗୁରୁବାର ପାଞ୍ଚ ରାଜ୍ୟ ଓ...

କଂଗ୍ରେସ ହାଇକମାଣ୍ଡଙ୍କ ନିଷ୍ପତ୍ତିକୁ ଅପେକ୍ଷା

ଭୁବନେଶ୍ବର : ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଚିଠିକୁ ନେଇ ରାଜ୍ୟ...

Related Articles

Popular Categories