www.samajalive.in
Wednesday, December 10, 2025
14.1 C
Bhubaneswar

ରାଜ୍ୟରେ ୯୮୬ ନୂଆ ସଂକ୍ରମିତ ଚିହ୍ନଟ, ୧୮ ବର୍ଷରୁ କମ୍‌ ୧୨୮

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଆଉ ୯୮୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଶୂନ୍ୟରୁ ୧୮ ବର୍ଷ ଯାଏଁ ୧୨୮ ଚିହ୍ନଟ ହୋଇଥିବା ବେଳେ ସଙ୍ଗରୋଧରୁ ୫୭୪ ଓ ସ୍ଥାନୀୟ ସଂକ୍ରମଣ ୪୧୨। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯,୯୯,୧୭୩କୁ ବୃଦ୍ଧି ପାଇଛି। ୯,୮୨,୩୧୯ ସୁସ୍ଥ ହୋଇଛନ୍ତି। ଏହାସହ ୯,୫୭୮ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

୨୭ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୭୩।  ଅନୁଗୁଳରୁ ୨୪,ବାଲେଶ୍ୱର ୨୫,ବରଗଡ ୧, ଭଦ୍ରକ ୧୪, ବଲାଙ୍ଗୀର ୧୭, କଟକ ୧୩୯, ଦେଓଗଡ ୯, ଢେଙ୍କାନାଳ ୧୫, ଗଜପତି ୧, ଗଞ୍ଜାମ ୮, ଜଗତସିଂହପୁର ୪୫, ଯାଜପୁର ୪୯, କଳାହାଣ୍ଡି ୬, କନ୍ଧମାଳ ୧୨,କେନ୍ଦ୍ରାପଡା ୨୩, କେନ୍ଦୁଝର ୧୩, କୋରାପୁଟ ୩, ମାଲାକାନଗିରି  ୧, ମୟୁରଭଞ୍ଜ ୩୨, ନବରଙ୍ଗପୁର ୬, ନୟାଗଡ ୨୦, ପୁରୀ ୩୨, ରାୟଗଡା ୪, ସମ୍ବଲପୁର ୧୫, ସୋନପୁର ୧, ସୁନ୍ଦରଗଡ ୧୩, ଷ୍ଟେଟ ପୁଲରୁ ୮୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

- Advertisement -

 

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories