www.samajalive.in
Saturday, December 6, 2025
23.1 C
Bhubaneswar

ରାଜ୍ୟରେ ଆଖି ବୁଜିଲେ ଆଉ ୬୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଆଉ ଚିକିତ୍ସାଧୀନ ଅବସ୍ଥାରେ ୬୯ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭,୨୨୩କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଜଗତସିଂହପୁରରୁ ସର୍ବାଧିକ ୧୨ ଜଣ। କଟକରୁ ୧୧, ଢେଙ୍କାନାଳରୁ ୮, ଭଦ୍ରକ ଓ ଯାଜପୁରରୁ ୬ ଲେଖାଏଁ, ଅନୁଗୁଳ,କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧାରୁ ୫ ଲେଖାଏଁ, ପୁରୀରୁ ୪, ମୟୁରଭଞ୍ଜ ଓ କେନ୍ଦୁଝରରୁ ୩ ଲେଖାଏଁ ଏବଂ ନୟାଗଡରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

 

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories