www.samajalive.in
Tuesday, December 9, 2025
26.1 C
Bhubaneswar

ରାଜ୍ୟରେ ଆଉ ନୂଆ ସଂକ୍ରମିତ ୮୫୩

ଭୁବନେଶ୍ୱର : ରାଜ୍ୟରେ ସଂକ୍ରମଣ ୧ ହଜାର ତକଳୁ ରହୁଛି। ୨୪ ଘଣ୍ଟାରେ ଆଉ ୮୫୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଶୂନ୍ୟରୁ ୧୮ ବର୍ଷ ମଧ୍ୟରେ ୧୦୦। ସଙ୍ଗରୋଧରୁ ୪୯୬,ସ୍ଥାନୀୟ ୩୫୭। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୦,୯୩୭କୁ ବୃଦ୍ଧି ପାଇଛି। ୯,୮୪,୨୨୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୯,୩୦୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

- Advertisement -


ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୨୯, ବାଲେଶ୍ୱର ୪୬,ବରଗଡ ୧୨, ଭଦ୍ରକ ୧୮, ବଲାଙ୍ଗୀର ୨, କଟକ ୧୪୦, ଦେଓଗଡ ୧୩, ଢେଙ୍କାନାଳ ୧୦, ଗଜପତି ୧, ଗଞ୍ଜାମ ୧୧, ଜଗତସିଂହପୁର ୩୨, ଯାଜପୁର ୩୩, ଝାରସୁଗୁଡା ୨, କଳାହାଣ୍ଡି ୩, କନ୍ଧମାଳ ୧, କେନ୍ଦ୍ରାପଡା ୨୧, କେନ୍ଦୁଝର ୧୬, ଖୋର୍ଦ୍ଧା ୨୮୬, କୋରାପୁଟ ୩, ମାଲକାନଗିରି ୧, ମୟୁରଭଞ୍ଜ ୨୧, ନୟାଗଡ ୨୨, ପୁରୀ ୩୫, ରାୟଗଡା ୪, ସମ୍ବଲପୁର ୧୯, ସୋନପୁର ୧, ସୁନ୍ଦରଗଡ ୧୨, ଷ୍ଟେଟ ପୁଲରୁ ୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

କେଉଁ ଡାଲି ଶରୀର ପାଇଁ ଜରୁରୀ: ରକ୍ତଚାପ, କୋଲେଷ୍ଟ୍ରଲ ଏବଂ ଓଜନ ମଧ୍ୟ ହ୍ରାସ ପାଇଥାଏ

ସମାଜ ଡିଜିଟାଲ ଡେସ୍କ: ଡାଲି ପୁଷ୍ଟିସାରରେ ଭରପୂର ରହିଥାଏ। ଏଥିରେ ପ୍ରଚୁର...

ସରିଲା ଶୀତକାଳୀନ ଅଧିବେଶନ

ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଅଧିବେଶନ...

ବିଦ୍ୟୁତ୍ ତାର ଲାଗି ତାଲିମ ବିମାନ ଦୁର୍ଘଟଣା

ସମାଜ ଲାଇଭ ଡ଼େସ୍କ : ମଧ୍ୟପ୍ରଦେଶର ସିଓନିରେ ଏକ ତାଲିମ ବିମାନ...

ଅଜବ ନିଶା: କାରରେ ଭିଆଇପି ନମ୍ବର ପାଇଁ ୨୭ଲକ୍ଷ ଟଙ୍କାର ନିଲାମ, ଭାଙ୍ଗିଲା ସବୁ ରେକର୍ଡ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ନୋଏଡାରେ ଏକ ଅଜବ ଘଟଣା...

ଶିକାରୀ ଫାଶରେ ପଡିଲା କଲରାପତରିଆ

ଅନୁଗୁଳ : ଶିକାରୀ ଫାଶରେ ପଡିଲା କଲରାପତରିଆ। ଅନୁଗୋଳ ବନଖଣ୍ଡ କରତପଟା...

Related Articles

Popular Categories