ରାଜ୍ୟରେ ଆଉ ନୂଆ ସଂକ୍ରମିତ ୮୫୩
ଭୁବନେଶ୍ୱର : ରାଜ୍ୟରେ ସଂକ୍ରମଣ ୧ ହଜାର ତକଳୁ ରହୁଛି। ୨୪ ଘଣ୍ଟାରେ ଆଉ ୮୫୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଶୂନ୍ୟରୁ ୧୮ ବର୍ଷ ମଧ୍ୟରେ ୧୦୦। ସଙ୍ଗରୋଧରୁ ୪୯୬,ସ୍ଥାନୀୟ ୩୫୭। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୦,୯୩୭କୁ ବୃଦ୍ଧି ପାଇଛି। ୯,୮୪,୨୨୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୯,୩୦୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।
Covid-19 Report For 21st August
New Positive Cases: 853
Of which 0-18 years: 100
In quarantine: 496
Local contacts: 357(Details of local contacts will be shared by concerned Dist Administration)
District Wise Cases:
1. Angul: 29
2. Balasore: 46
3. Bargarh: 12— I & PR Department, Odisha (@IPR_Odisha) August 22, 2021
20. Malkangiri: 1
21. Mayurbhanj: 21
22. Nayagarh: 22
23. Puri: 35
24. Rayagada: 4
25. Sambalpur: 19
26. Sonepur: 1
27. Sundargarh: 12
28. State Pool: 59New recoveries: 979
Cumulative tested: 17483706
Positive: 1000937
Recovered: 984224
Active cases: 9302— I & PR Department, Odisha (@IPR_Odisha) August 22, 2021
ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୨୯, ବାଲେଶ୍ୱର ୪୬,ବରଗଡ ୧୨, ଭଦ୍ରକ ୧୮, ବଲାଙ୍ଗୀର ୨, କଟକ ୧୪୦, ଦେଓଗଡ ୧୩, ଢେଙ୍କାନାଳ ୧୦, ଗଜପତି ୧, ଗଞ୍ଜାମ ୧୧, ଜଗତସିଂହପୁର ୩୨, ଯାଜପୁର ୩୩, ଝାରସୁଗୁଡା ୨, କଳାହାଣ୍ଡି ୩, କନ୍ଧମାଳ ୧, କେନ୍ଦ୍ରାପଡା ୨୧, କେନ୍ଦୁଝର ୧୬, ଖୋର୍ଦ୍ଧା ୨୮୬, କୋରାପୁଟ ୩, ମାଲକାନଗିରି ୧, ମୟୁରଭଞ୍ଜ ୨୧, ନୟାଗଡ ୨୨, ପୁରୀ ୩୫, ରାୟଗଡା ୪, ସମ୍ବଲପୁର ୧୯, ସୋନପୁର ୧, ସୁନ୍ଦରଗଡ ୧୨, ଷ୍ଟେଟ ପୁଲରୁ ୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
Comments are closed.