www.samajalive.in
Tuesday, December 9, 2025
16.1 C
Bhubaneswar

ଜନ ଆଶୀର୍ବାଦ ଯାତ୍ରାର ଚତୁର୍ଥ ଦିନ, ଭବାନୀପାଟଣାରେ ରେଳମନ୍ତ୍ରୀ ଅଶ୍ୱନୀ ବୈଷ୍ଣବ

ଦେଶବ୍ୟାପୀ ଚାଲିଥିବା ଜନ ଆଶୀର୍ବାଦ ଯାତ୍ରା କ୍ରମରେ ଓଡ଼ିଶାରେ ଆଜି ଚତୁର୍ଥ ଦିନରେ କେନ୍ଦ୍ର ରେଳ, ଯୋଗାଯୋଗ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱନୀ ବୈଷ୍ଣବ କଳାହାଣ୍ଡି ଗସ୍ତରେ ଯାଇଛନ୍ତି। ସେ କଳାହାଣ୍ଡିରେ ପହଂଚିବା ପରେ ଭବାନୀପାଟଣାଠାରେ ବିଜେପି ଦଳ ପକ୍ଷରୁ ଭବ୍ୟ ସ୍ୱାଗତ ଓ ସମ୍ବର୍ଦ୍ଧନା କରାଯାଇଛି। ଏହି ଅବସରରେ ସେ ମା’ ମାଣିକେଶ୍ବରୀଙ୍କ ଦର୍ଶନ କରିଥିଲେ।

Hot this week

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

୨୦୨୬ରେ ଦୁଇ ଥର ଚଳନ କରିବେ ରହୁ: ଏହି ରାଶିରେ ବର୍ଷିବ ଧନ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ, ନୂଆ ଆଶା ନେଇ ଆସୁଛି...

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

Related Articles

Popular Categories