www.samajalive.in
Saturday, December 13, 2025
15.1 C
Bhubaneswar

ନନ୍ଦନକାନରେ ନୂଆ ଅତିଥି

ଭୁବନେଶ୍ୱର : ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଆସିଛି ନୂଆ ଅତିଥି। ଖୁଆଡ ନଂ ୬୩ରେ ରହୁଥିବା ଜଳହସ୍ତୀ ଶନିବାର ଏକ ଶାବକକୁ ଜନ୍ମ ଦେଇଛି। ଏବେ ନନ୍ଦନକାନନରେ ଜଳହସ୍ତୀଙ୍କ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୪ ପୁରୁଷ ଜଳହସ୍ତୀ,୬ଟି ମାଈ ଏବଂ ଗୋଟିଏ ନବଜାତକ ରହିଛନ୍ତି।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories