www.samajalive.in
Saturday, December 6, 2025
26.1 C
Bhubaneswar

ଆସନ୍ତାକାଲି ଠାରୁ ଜଗା ଦର୍ଶନ

ପୁରୀ : କରୋନାର ୨ୟ ତରଙ୍ଗ ବୃଦ୍ଧି ପରେ ଦୀର୍ଘ ୪ ମାସ ହେବ ସର୍ବସାଧାରଣଙ୍କ ପାଇଁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ରହିଥିଲେ। ମାତ୍ର ଆସନ୍ତାକାଲି ଠାରୁ କୋଭିଡ ଗାଇଡ ଲାଇନ ଅନୁଯାୟୀ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିବେ। ମନ୍ଦିରରେ ଦର୍ଶନ ପାଇଁ ଆରଟିପିସିଆର ନେଗେଟିଭ ରିପୋର୍ଟ କିମ୍ବା କରୋନାର ୨ଟି ପାନ ଟିକାରରଣ ରିପୋର୍ଟ ସହ ଆଧାର କାର୍ଡ ପ୍ରମାଣପତ୍ର ଦେଖାଇବା ବାଧ୍ୟତାମୂଳକ। ଶୃଙ୍ଖଳିତ ଦର୍ଶନ ପାଇଁ ୧୦ ପ୍ଲାଟୁନରୁ ଅଧିକ ପୁଲିସ ଫୋର୍ସ ମୁତୟନ ହେବା ସହ ସ୍ୱତନ୍ତ୍ର ବ୍ୟାରିକେଡ ଓ ୮ଟି କିଓସ୍କୋ ସ୍ଥାପନ କରାଯାଇଛି। ସକାଳ ୭ ରୁ ସନ୍ଧ୍ୟା ୭ ଯାଏଁ ଦର୍ଶନ ବ୍ୟବସ୍ଥା ହୋଇଛି।

Hot this week

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

Related Articles

Popular Categories