www.samajalive.in
Wednesday, December 10, 2025
14.1 C
Bhubaneswar

ବିଶ୍ୱ ଭାତୃତ୍ୱ ଦିବ୍ୟାତ୍ମା ପରିଷଦ ପକ୍ଷରୁ ପାଦୁକା ସ୍ନାନ

ପାଟଣା : କେନ୍ଦୁଝର ଜିଲ୍ଲା ରାଜନଗର ସ୍ଥିତ ବୈତରଣୀର  ଶୈବ୍ୟା କାବେରୀ ତୀର୍ଥ ଠାରେ ରବିବାର ବିଶ୍ୱ ଭାତୃତ୍ୱ ଦିବ୍ୟାତ୍ମା ପରିଷଦ ପକ୍ଷରୁ ଶ୍ରୀ ପାଦୁକା ସ୍ନାନପର୍ବ ପାଳିତ ହୋଇଯାଇଛି । ପ୍ରତିବର୍ଷ ଭଳି ଗହ୍ମା ପୂର୍ଣ୍ଣିମାରେ ଏଠାରେ ଆଧ୍ୟାତ୍ମିକ ପରିବେଶରେ ଶହ ଶହ ଶ୍ରଦ୍ଧାଳୁଙ୍କ ସମାଗମ ମଧ୍ୟରେ ପାଦୁକା ସ୍ନାନ ପର୍ବ ପାଳିତ ହୋଇଥାଏ। ଜଗତ କଲ୍ୟାଣ ଉଦ୍ଦେଶ୍ୟରେ ନାମ ସଂକୀର୍ତ୍ତନ ସହ ଏଠାରେ ହୋମ ଯଜ୍ଞ କରାଯାଇଥାଏ । ବିଶ୍ୱ ଭାତୃତ୍ୱ ଦିବ୍ୟାତ୍ମା ପରିଷଦ ମାହାଙ୍ଗା ଓ ରାଜନଗର କେନ୍ଦ୍ର ଆନୁକୁଲ୍ୟରେ ସମଗ୍ର ମାନବ ସମାଜକୁ ଦିଗଦର୍ଶନ ଦେବା ଉଦ୍ଦେଶ୍ୟରେ ଏଠାରେ ପ୍ରତିବର୍ଷ ଗହ୍ମା ପୂର୍ଣ୍ଣିମାରେ ଏହି ପର୍ବ ପାଳିତ ହୋଇ ଆସୁଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories