www.samajalive.in
Thursday, December 11, 2025
16.1 C
Bhubaneswar

ଆଜିଠାରୁ ଏକକ ସ୍ନାତକୋତ୍ତର ପ୍ରବେଶିକା ପରୀକ୍ଷା

ଭୁବନେଶ୍ବର : ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସ୍ନାତକୋତ୍ତର (ପିଜି) ନାମଲେଖା ନିମନ୍ତେ ଆସନ୍ତାକାଲି (ସୋମବାର)ଠାରୁ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ପରୀକ୍ଷା ସେପ୍ଟେମ୍ବର ୩ରେ ସରିବ। କରୋନା କଟକଣା ମଧ୍ୟରେ ଛାତ୍ରଛାତ୍ରୀ ଏହି ପ୍ରବେଶିକା ପରୀକ୍ଷା ଦେବେ। ପରୀକ୍ଷା ତିନିଟି ଅଧିବେଶନ (ସେସନ)ରେ ଅନୁଷ୍ଠିତ ହେବ। ପ୍ରଥମ ଅଧିବେଶନ ପୂର୍ବାହ୍ଣ ୧୦ଟାରୁ ସାଢେ ୧୧ଟା, ଦ୍ବିତୀୟ ଅଧିବେଶନ ଅପରାହ୍ଣ ସାଢେ ୧୨ଟାରୁ ୨ଟା ଏବଂ ତୃତୀୟ ଅଧିବେଶନ ୩ଟାରୁ ୪.୩୦ ମିନିଟ୍‌ ପର୍ଯ୍ୟନ୍ତ ଚାଲିବ। ସୂଚନାଯୋଗ୍ୟ, ରାଜ୍ୟରେ ଥିବା ସରକାରୀ ବିଶ୍ବବିଦ୍ୟାଳୟ, ସ୍ବୟଂଶାସିତ ମହାବିଦ୍ୟାଳୟ ଓ ଡିଗ୍ରୀ ମହାବିଦ୍ୟାଳୟରେ ସ୍ନାତକୋତ୍ତର ନାମଲେଖା ପାଇଁ ଚଳିତ ବର୍ଷ ଛାତ୍ରଛାତ୍ରୀ ଏକକ ପିଜି ପ୍ରବେଶିକା ପରୀକ୍ଷା ଦେବେ।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories