www.samajalive.in
Monday, December 8, 2025
24.1 C
Bhubaneswar

ବଡ଼ବିଲରୁ ୪୭ ନାବାଳକ ଉଦ୍ଧାର

ବଡ଼ବିଲ : କେନ୍ଦୁଝର ଜିଲା ବଡ଼ବିଲ ସହରରୁ ୪୭ ନାବାଳକ ଉଦ୍ଧାର କରାଯାଇଛି। ବଡ଼ବିଲ ଟାଉନ ଥାନା ପୁଲିସର ବିଭିନ୍ନ ସ୍ଥାନରେ ଚଢଉ କରି ଏହି ୪୭ଜଣ ନାବାଳକଙ୍କୁ ଉଦ୍ଧାର କରାଯାଇଛି। ସମସ୍ତ ନାବାଳକ ବଡ଼ବିଲ ସହରର ବିଭିନ୍ନ ହୋଟେଲ, ଢାବା, ଗ୍ୟାରେଜ ଆଦିରେ କାମ କରୁଥିଲେ। ମିଶନ ପରୀର ଦ୍ୱିତୀୟ ଭାଗରେ ଏହି ଉଦ୍ଧାର କାର୍ଯ୍ୟ କରାଯାଇଥିଲା।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories