www.samajalive.in
Tuesday, December 9, 2025
23.1 C
Bhubaneswar

ବଙ୍ଗୋପସାଗରେ ଭୂକମ୍ପ ; ରିକ୍ଟର ସ୍କେଲରେ ତିବ୍ରତା ୫.୧

କୋଲକାତା : ମଙ୍ଗଳବାର ବଙ୍ଗୋପସାଗରେ ଭୂକମ୍ପ ହୋଇଥିବା ନେଇ ଖବର ମିଳିଛି । ରିକ୍ଟର ସ୍କେଲରେ ଏହାର ତିବ୍ରତା ୫.୧ ରେକର୍ଡ କରାଯାଇଛି । ୧୨ଟା୩୫ରେ ଏହି ଭୂକମ୍ପ ହୋଇଥିବା ବେଳେ ଏଯାଏଁ ସୁନାମି ନେଇ କୌଣସି ସତର୍କ ସୂଚନା ଜାରି କରାଯାଇ ନାହିଁ । ଭୂକମ୍ପର କେନ୍ଦ୍ରସ୍ଥଳ ଆନ୍ଧ୍ରପ୍ରଦେଶର ଅର୍ନ୍ତବେଦୀ ପାଲିପାଲମ ଠାରୁ ୨୪୯ କିଲୋମିଟର ବୋଲି ଜାତୀୟ ଭୂକମ୍ପ ସୂଚନା କେନ୍ଦ୍ର ଠାରୁ ସୂଚନା ମିଳିଛି ।

Hot this week

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

Related Articles

Popular Categories