www.samajalive.in
Thursday, December 11, 2025
14.1 C
Bhubaneswar

ଜାଲ ସାର୍ଟିଫିକେଟ ତିଆରି ଅଭିଯୋଗରେ ଜେରକ୍ସ ଦୋକନରେ ଚଢାଉ

ବାସୁଦେବପୁର: ଜାଲ ସାର୍ଟିଫିକେଟ ତିଆରି ଅଭିଯୋଗରେ ବୁଧବାର ଭଦ୍ରକ ଜିଲା ବାସୁଦେବପୁର ସ୍ଥିତ ବ୍ଲକ ମାର୍ଗରେ ଥିବା ଏକ ଜେରକ୍ସ ଦୋକାନ ଉପରେ ଚଢାଉ କରିଛି ପୁଲିସ। ଦୋକାନୀଙ୍କ ନାମ ଅଶ୍ଵିନୀ ସାମଲ ବୋଲି ଜଣାପଡ଼ିଛି। ପୂର୍ବରୁ ଲୋକମାନେ ବାରମ୍ବାର ତାଙ୍କ ନାମରେ ଅଭିଯୋଗ କରିବା ପରେ ଆଜି ପୁଲିସ ପକ୍ଷରୁ ଚଢାଉ କରାଯାଇଛି।

Hot this week

ଆଜିର : ରାଶିଫଳ,ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ

ମେଷ : କୁତ୍ସିତ ସଙ୍ଗ ପରିତ୍ୟାଗ କରି ସତ୍‌ସଙ୍ଗୀ ହେବାକୁ ଉଦ୍ୟମ...

ବହୁତ ଶସ୍ତାରେ ବୁଲନ୍ତୁ ୪ଟି ସୁନ୍ଦର ସ୍ଥାନ; ମାତ୍ର ୨୦ହଜାରରେ ୪ଦିନ ବୁଲି ଆସନ୍ତୁ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷରେ କୁଆଡେ ବୁଲିବାକୁ ଯୋଜନା କରୁଛନ୍ତି...

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

Related Articles

Popular Categories