www.samajalive.in
Monday, December 15, 2025
14.1 C
Bhubaneswar

ସଡକ ଦୁର୍ଘଟଣାରେ ଜଣେ ମୃତ

ଚୌଦ୍ୱାର : କଟକ ଜିଲା ଟାଙ୍ଗୀ ବଇଞ୍ଚୁଆ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ଆଜି ଏକ ସଡକ ଦୁର୍ଘଟଣା ଘଟିଥିବା ଜଣାପଡିଛି। ଦ୍ରୁତ ଗତିରେ ଯାଉଥିବା ବସକୁ ଏକ ଟ୍ରକ ସାଇଟ ମାରିବାରୁ ବସ ହେଲପର ପଡିଯିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି। ବସଟି କେନ୍ଦୁଝରରୁ କଟକ ଆସୁଥିଲା ବୋଲି ଜଣାପଡିଛି। ଟାଙ୍ଗୀ ନିକଟରେ ବସକୁ ହଠାତ ଟ୍ରକ ସାଇଡ ମାରିବାରୁ ହେଲପର ଖସିପଡିଥିଲେ। ଫଳରେ ତାଙ୍କର ମୃତ୍ୟୁ ହୋଇଛି। ବସରେ ଥିବା ଅନ୍ୟ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ କରୁଛି। ଗାଡି ଦୁଇଟିକୁ ମଧ୍ୟ ଜବତ କରିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories