ସୋମବାର କ୍ୟାବିଟେନ ବୈଠକ

0

ଭୁବନେଶ୍ୱର : ସୋମବାର କ୍ୟାବିଟେନ ବୈଠକ ବସୁଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୬.୧୫ରେ ବସିବାକୁ ଥିବା ବୈଠକରେ କେତେକ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିବ। ମଙ୍ଗଳବାରରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେଉଛି। ଏହାର ଅବ୍ୟବହିତ ପୂର୍ବରୁ ବସୁଥିବା କ୍ୟାବିନେଟ ବୈଠକରେ ସରକାର ଘୋଷଣା କରିଥିବା ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ଉପରେ ଆଲୋଚନା କରାଯାଇ ସେଗୁଡ଼ିକୁ ଅନୁମୋଦନ ଦିଆଯିବ ବୋଲି ସୂଚନା ମିଳିଛି।

Leave A Reply