www.samajalive.in
Sunday, December 7, 2025
26.1 C
Bhubaneswar

ଯୋଧପୁରରେ ଭୂକମ୍ପ ଝଟକା

ଯୋଧପୁର : ରାଜସ୍ଥାନର ଯୋଧପୁରରେ ଭୂକମ୍ପ ଝଟକା ଅନୁଭବ ହୋଇଥିବା ନେଇ ଆଜି ଖବର ମିଳିଛି। ପୂର୍ବାହ୍ନ ୧୧ଟା ୧୫ରେ ଏହି ଭୂକମ୍ପ ଝଟକା ଅନୁଭବ ହୋଇଥିବା ବେଳେ ଲୋକେ ତୁରନ୍ତ ନିଜ ଘର ଭିତରକୁ ବାହାରକୁ ପଳାଇ ଆସିଥିଲେ। ରିକ୍ଟର ସ୍କେଲରେ ଏହାର ତିବ୍ରତା ୪.୦ ରେକର୍ଡ କରାଯାଇଛି। ରାଷ୍ଟ୍ରୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଅନୁଯାୟୀ, ରାଜସ୍ଥାନର ଯୋଧପୁର ଠାରୁ ୧୦୬ କିଲୋମିଟର ଦୂର ଦକ୍ଷିଣ ପଶ୍ଚିମ ଭୂକମ୍ପର କେନ୍ଦ୍ରସ୍ଥଳ ଥିଲା। ଏଥିରେ କୌଣସି ଧନଜୀବନ ହାନୀ ହୋଇଥିବା ନେଇ ଖବର ଏଯାଏଁ ମିଳିନାହିଁ ବୋଲି ସୂଚନା ମିଳିଛି।

 

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories