www.samajalive.in
Monday, December 8, 2025
24.1 C
Bhubaneswar

ମିଶନଶକ୍ତି ଗୃହର ଶିଳାନ୍ୟାସ

ଚୌଦ୍ୱାର : ଚୌଦ୍ୱାର ପୌରପାଳିକା ୯ ନମ୍ବର ୱାର୍ଡ଼ କପାଳେଶ୍ୱର ଠାରେ ଏକ ମିଶନ ଶକ୍ତି ଗୃହର ଶିଳାନ୍ୟାସ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି। ଚୌଦ୍ୱାର କଟକ ବିଧାୟକ ସୌଭିକ୍‍ ବିଶ୍ୱାଳ ଏଥିରେ ଅତିଥି ଭାବେ ଯୋଗଦେଇ ୭ଲକ୍ଷ ୨୩ ହଜାର ଟଙ୍କା ବ୍ୟୟ ଅଟକଳରେ ପ୍ରସ୍ତାବିତ ଏହି ଗୃହର ଶିଳାନ୍ୟାସ କରିଥିଲେ। ପୂର୍ବତନ ପାରିଷଦ କରୁଣାକର ସାହୁ, ବିଜେଡ଼ି ଚୌଦ୍ୱାର ନଗର ସଭାପତି ବିଷ୍ଣୁ ଚରଣ ପରିଡ଼ା, ଯୁବ ବିଜେଡ଼ି ସଭାପତି ଅର୍ଜୁନ ପଣ୍ଡା, ୱାର୍ଡ଼ ସଭାପତି ଅଶୋକ କୁମାର ମହାନ୍ତି, କନିଷ୍ଟ ଯନ୍ତ୍ରୀ ସଞ୍ଜୟ କୁମାର ସାମଲ, ମିଶନ୍‍ଶକ୍ତି ପ୍ରକଳ୍ପ ସଂଯୋଜିକା ଦେବିକା ମହାନ୍ତି,  ଯନ୍ତୀ ଅଭିପ୍ସା ପଟ୍ଟନାୟକ, କୃଷ୍ଣଚନ୍ଦ୍ର ଦାସ, ଯୋଗେଶ ପରିଡ଼ା, ସ୍ମୃତି ରଞ୍ଜନ ମହାପାତ୍ର, ଅରୁନ୍ଧତି ଦାସ, ସୋଭୁ ପ୍ରସାଦ ସାହୁଙ୍କ ସମେତ ୱାର୍ଡ଼ର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories