www.samajalive.in
Friday, December 12, 2025
14.1 C
Bhubaneswar

ରାଜ୍ୟରେ ୮୦୦ ତଳେ ଦୈନିକ ସଂକ୍ରମଣ

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଆଉ ୭୭୯ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଶୂନ୍ୟରୁ ୧୮ ବର୍ଷ ମଧ୍ୟରେ ୧୦୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସଙ୍ଗରୋଧରୁ ୪୫୪ ଓ ସ୍ଥାନୀୟ ୩୨୫ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୫,୬୫୪କୁ ବୃଦ୍ଧି ପାଇଛି। ୯,୮୯,୮୪୦ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୭,୯୯୬ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।
୨୯ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୫୯।
ଅନୁଗୁଳରୁ ୨୦, ବାଲେଶ୍ୱର ୫୯, ବରଗଡ ୫, ଭଦ୍ରକ ୧୫, ବଲାଙ୍ଗୀର ୩, ବୌଦ୍ଧ ୨, କଟକ ୮୪, ଦେଓଗଡ ୯, ଢେଙ୍କାନାଳ ୯, ଗଜପତି ୧, ଗଞ୍ଜାମ ୮, ଜଗତସିଂହପୁର ୩୧, ଯାଜପୁର ୩୪, ଝାରସୁଗୁଡା ୭, କଳାହାଣ୍ଡି ୧, କନ୍ଧମାଳ ୫, କେନ୍ଦ୍ରାପଡା ୨୧, କେନ୍ଦୁଝର ୧୫, , କୋରାପୁଟ ୩, ମାଲକାନଗିରି ୬, ମୟୁରଭଞ୍ଜ ୨୭, ନୟାଗଡ ୧୮, ନୂଆପଡା ୨, ପୁରୀ ୩୯, ରାୟଗଡା ୪, ସମ୍ବଲପୁର ୧୩, ସୋନପୁର ୨, ସୁନ୍ଦରଗଡ ୨୦, ଷ୍ଟେଟ ପୁଲରୁ ୫୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories