www.samajalive.in
Friday, December 12, 2025
14.1 C
Bhubaneswar

ରାଜ୍ୟରେ ଆଖି ବୁଜିଲେ ଆଉ ୬୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ଦିନକରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୬୮ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ କଟକରୁ ସର୍ବାଧିକ ୨୫, କେନ୍ଦ୍ରାପଡା ଓ ଖୋର୍ଦ୍ଧାରୁ ୭ ଲେଖାଏଁ, ଜଗତସିଂହପୁର ୬, ଅନୁଗୁଳ ଓ ମୟୁରଭଞ୍ଜରୁ ୫ ଲେଖାଏଁ, ବାଲେଶ୍ୱର,ଭଦ୍ରକ,ଢେଙ୍କାନାଳରୁ ୩ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ନୟାଗଡରୁ ୨, ବୌଦ୍ଧ,ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାସହ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୭୬୫ରେ ପହଞ୍ଚିଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories