www.samajalive.in
Friday, December 12, 2025
26.1 C
Bhubaneswar

ଦେଶରେ ଚିହ୍ନଟ ହେଲେ ଆଉ ୪୬, ୭୫୯ ନୂଆ କରୋନା ସଂକ୍ରମିତ

ନୂଆଦିଲ୍ଲୀ : ଦେଶରେ ପୁଣି ଦୈନିକ ସଂକ୍ରମଣ ୪୫ ହଜାର ଅତିକ୍ରମ କରୁଛି। ୨୪ ଘଣ୍ଟ।।ରେ ଆଉ ୪୬, ୭୫୯ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୬,୪୯,୯୪୭କୁ ବୃଦ୍ଧି ପାଇଛି। ଦିନକରେ ଆଉ ୩୧,୩୭୪ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୩,୧୮,୫୨,୮୦୨ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୭.୫୬% ।  ସେହିପରି ଚିକିତ୍ସାଧୀନ ଅବସ୍ଥାରେ ଆଉ ୫୦୯ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ମୋଟ ୪,୩୭,୩୭୦ ମୃତ୍ୟୁବରଣ କରିଛନ୍ତି। ୩,୫୯,୭୭୫ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଦୈନିକ ସଂକ୍ରମଣ ହାର ୨.୬୬ % ଏବଂ ସାପ୍ତାହିକ ସଂକ୍ରମଣ ହାର ୨.୧୯% । ଦିନକରେ ୧,୦୩,୩୫,୨୯୦ ଟିକା ନେଇଥିବା ବେଳେ ମୋଟ ୬୨,୨୯,୮୯,୧୩୪ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

Hot this week

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

Related Articles

Popular Categories