www.samajalive.in
Monday, December 8, 2025
27.1 C
Bhubaneswar

ବିଜେଡିର ପଞ୍ଚାୟତ ସ୍ତରୀୟ ସାଙ୍ଗଠନିକ ବୈଠକ ଅନୁଷ୍ଠିତ

ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକର ମିରିଗିଖୋଜି, ଏରେଣ୍ଡେଇ ଓ ମୁଷାଖୋରି ପଞ୍ଚାୟତରେ ଆଜି ବିଜେଡିର ପଞ୍ଚାୟତ ସ୍ତରୀୟ ସାଙ୍ଗଠନିକ ବୈଠକ ପାଟଣା ବିଧାୟକ ଜଗନ୍ନାଥ ନାଏକଙ୍କ ନିର୍ଦ୍ଦେଶ କ୍ରମେ ଅନୁଷ୍ଠିତ ହୋଇଛି। ବୈଠକରେ ପାଟଣା ବ୍ଲକ ବିଜେଡ଼ି ସଭାପତି ମାଧବାନନ୍ଦ ପୃଷ୍ଟି, ବିଜେଡି ଜିଲ୍ଲା ସାଧାରଣ ସମ୍ପାଦକ ପ୍ରଶାନ୍ତ କୁମାର ଭଞ୍ଜ, ପାଟଣା ବ୍ଲକ ଯୁବ ବିଜେଡି ସଭାପତି ରଘୁବର ମହାନ୍ତ, ବ୍ଲକ୍ ପର୍ଯ୍ୟବେକ୍ଷକ ରତନ କୁମାର ସେଠୀ ପ୍ରମୁଖ ଏହି ସାଙ୍ଗଠନିକ ବୈଠକ ଯୋଗ ଦେଇଥିଲେ । ଏହା ଦଳର ଛାତ୍ର ବିଜେଡ଼ି , ଯୁବ ବିଜେଡି ଓ ବିଜେଡ଼ି ର ମହିଳା ଶାଖ ର ବହୁ କର୍ମୀ ସାମିଲ ଥିଲେ। ଏଥିରେ ପଞ୍ଚାୟତ ସ୍ତରୀୟ ଏକ କମିଟି ଗଠନ କରାଯିବା ସହ ଆଗାମୀ ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସମସ୍ତ କର୍ମୀମାନଙ୍କୁ ପ୍ରସ୍ତୁତ ରହିବାକୁ ପରାମର୍ଶ ଦିଆଯାଇଛି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories