www.samajalive.in
Sunday, December 14, 2025
23.1 C
Bhubaneswar

ନୀଳଗିରି ବିଧାୟକ ଅସୁସ୍ଥ

ନୀଳଗିରି: ବାଲେଶ୍ଵର ଜିଲାର ନୀଳଗିରି ବିଧାୟକ ସୁକାନ୍ତ ନାୟକ ଅସୁସ୍ଥ ହୋଇ ପଡିଛନ୍ତି। ନିଜ ଗାଁ ପୁନ୍ଦାଳରେ ଥିବାବେଳେ ରବିବାର ସକାଳେ ସେ ପେଟରେ ଯନ୍ତ୍ରଣା ଅନୁଭବ କରିଥିଲେ। ତାଙ୍କୁ ପ୍ରଥମେ ନୀଳଗିରି ଓ ପରେ ବାଲେଶ୍ବର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସମ୍ପ୍ରତି ସେ ଆଇସିୟୁରେ ଭର୍ତ୍ତି ହୋଇ ଚିକିତ୍ସାଧୀନ ଅଛନ୍ତି। ବିଧାୟକ ଅସୁସ୍ଥ ଖବର ପାଇ ବାଲେଶ୍ବର ସାଂସଦ ପ୍ରତାପ ଷଡଙ୍ଗୀ, ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ, ଅକ୍ଷୟ ଆଚାର୍ଯ୍ୟ, ବିଜେଡ଼ି ବିଧାୟକ ପ୍ରାର୍ଥୀ ସନ୍ତୋଷ ଖଟୁଆଙ୍କ ସମେତ ବିଭିନ୍ନ ମହଲରୁ ତାଙ୍କ ଆଶୁ ଆରୋଗ୍ୟ କାମନା କରାଯାଇଛି।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories