www.samajalive.in
Thursday, December 11, 2025
27.1 C
Bhubaneswar

ମହିଳା କନଷ୍ଟେବଳଙ୍କ ଆତ୍ମହତ୍ୟା ପରେ କନଷ୍ଟେବଳ ସ୍ୱାମୀଙ୍କ ଆତ୍ମହତ୍ୟା ଉଦ୍ୟମ

ବ୍ରହ୍ମପୁର: ବ୍ରହ୍ମପୁର ପୁଲିସ ଜିଲାରେ କାଯ୍ୟରତ କନଷ୍ଟେବଳ ଟୁଗୁଲ ଜନାର୍ଦନ ରବିବାର ରାତିରେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ୨୮ ତାରିଖରେ ତାଙ୍କ ପତ୍ନୀ ତଥା ମହିଳା କନଷ୍ଟେବଳ ଆତ୍ମହତ୍ୟା କରିଦେଇଥିଲେ । ପତ୍ନୀଙ୍କ ମୃତ୍ୟୁରେ ମ୍ରିୟମାଣ ହୋଇ ଜନାର୍ଦ୍ଦନ ନିଜେ ଆମ୍ବପୁଆ ସ୍ଥିତ ଭଡା ଘରେ ଗତକାଲି ବିଳମ୍ବିତ ରାତିରେ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ଗୁରୁତର ଅବସ୍ଥାରେ ଜନାର୍ଦ୍ଦନଙ୍କୁ ବ୍ରହ୍ମପୁର ବଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମାନସିକ ଅଶାନ୍ତି ଯୋଗୁ ଏହି କନଷ୍ଟେବଳ ଦମ୍ପତି ଜଣକ ପରେ ଜଣେ ଆତ୍ମହତ୍ୟାକୁ ବାଛିଥିବା ଆଲୋଚନା ହେଉଛି । ଏହି ଦମ୍ପତିଙ୍କର ୨୨ ଦିନର ଏକ ଶିଶୁ କନ୍ୟା ରହିଛି ।

Hot this week

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

Related Articles

Popular Categories