www.samajalive.in
Sunday, December 7, 2025
14.1 C
Bhubaneswar

ମଙ୍ଗଳବାର ରାଶିଫଳ (୩୧/୦୮/୨୦୨୧)

ମେଷ : ଆଳସ୍ୟ ପରାୟଣ ହୋଇପାରନ୍ତି। ତଥାପି କେତେକ ନିର୍ଦ୍ଧାରିତ ସ୍ଥାନର ଧନାଗମ ହେବ। ଯଶସ୍ବୀ ହେବେ। ଧର୍ମ କ୍ରିୟାରତ ହେବେ। ମନୋଜ୍ଞ ହୋଇପାରନ୍ତି। ପଦୋନ୍ନତି ମିଳିପାରେ। ବିଦ୍ୟାର୍ଥୀମାନେ କୃତକାର୍ଯ୍ୟ ହେବେ।

ବୃଷ : ରୋଜଗାରକ୍ଷମ ହେବେ। ବନ୍ଧୁ ବା ସରକାରୀ ସହାୟତା ମିଳିପାରେ। ସୁସ୍ଥ ଓ ନିରାମୟ ରହିବେ। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଚିନ୍ତାଧାରା ଉନ୍ନତମାନର ହେବ।

ମିଥୁନ :  ପତ୍ନୀଙ୍କ ବିଳାସ ବ୍ୟସନ ପାଇଁ ଅଧିକ ବ୍ୟୟ କରିପାରନ୍ତି। ପିଲାଙ୍କ ପାଠପଢ଼ାରେ ଖର୍ଚ୍ଚାନ୍ତ ହେବେ। କେତେକ ମିତ୍ର କରଛଡ଼ା ଦେଇପାରନ୍ତି। ମଧୁର କଥାରେ ଶତ୍ରୁର ମନ କିଣିବାରେ ସକ୍ଷମ ହେବେ।

କର୍କଟ : ମୂଲ୍ୟବାନ୍‌ ଦ୍ରବ୍ୟ ଲାଭ ହୋଇପାରେ। ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‌କର୍ମକୁ ସାଦରେ ଗ୍ରହଣ କରିବେ। ବିଭିନ୍ନ ସୂତ୍ରରୁ ଅର୍ଥପ୍ରାପ୍ତିର ସୂଚନା ମିଳୁଛି। ସରକାରଙ୍କ କୃପାପାତ୍ର ହେବେ।

ସିଂହ : ଶ୍ରମ ସାର୍ଥକ ହେବ। ସୁସମ୍ବାଦ ଶୁଣି ଖୁସି ହୋଇପାରନ୍ତି। କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ଆର୍ଥିକ ସ୍ଥିତିରେ ଢେର ଉନ୍ନତି ଘଟିବ। ଶୁଭକାର୍ଯ୍ୟ ସଂଘଟିତ ହେବ। ବିବାଦୀୟ ଘଟଣାରେ ବିଜୟୀ ହେବେ।

କନ୍ୟା : କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ଅଧିକ କ୍ଷମତା ହାସଲ କରି ତା’ର ସଦ୍‌ବ୍ୟବହାର କରିପାରନ୍ତି। ପ୍ରତିଯୋଗିତାରେ କୃତିତ୍ବ ଅର୍ଜନ କରିବେ। ଉଦ୍ୟୋଗୀ ହୋଇପାରନ୍ତି। ଯଶସ୍ବୀ ହେବେ।

ତୁଳା : ଦିନଟି ଦୁଃଖଭରା ହୋଇପାରେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଅର୍ଥାଭାବର ସମ୍ମୁଖୀନ ହେବେ। ଶତ୍ରୁ ଦମନ କରିବାରେ ସିଦ୍ଧହସ୍ତ ହେବେ। ଗର୍ବହୀନ ହୋଇ କାର୍ଯ୍ୟ କରିପାରନ୍ତି।

ବିଛା : ଧୈର୍ଯ୍ୟବାନ୍‌ ହେବେ। ମନ ପ୍ରସନ୍ନ ରହିବ। ସୁଖକର ଘଟଣାମାନ ଘଟିବ। କର୍ମକ୍ଷେତ୍ରରୁ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ମିଷ୍ଟାନ୍ନ ଭୋଜନ ପାଇ ଆନନ୍ଦ ଉପଭୋଗ କରିବେ।

ଧନୁ : ଶତ୍ରୁର ଆତ୍ମବଡ଼ିମାକୁ ସହିପାରିବେନି। କଳେ, ବଳେ କୌଶଳରେ ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରିପାଇବେ। ଦିନଟି ବ୍ୟସ୍ତଭରା ହେବ। ଶୁଭକାର୍ଯ୍ୟ ସମ୍ପାଦିତ ହେବ। ଋଣ ପରିଶୋଧ କରିବେ।

ମକର : ମନ ସ୍ଥିର ରହିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବ୍ୟବସାୟ ଅତ୍ୟନ୍ତ ଲାଭଦାୟକ ହେବ। ଶାସ୍ତ୍ର ଅଧ୍ୟୟନ ପାଇଁ ଆଗ୍ରହୀ ହେବେ। ବନ୍ଧୁ ସହଯୋଗ ପାଇ ଖୁସି ହେବେ। ସୁସ୍ଥ ଓ ନିରାମୟ ରହିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

କୁମ୍ଭ : କଠିନ ପରିଶ୍ରମର ସୁଫଳ ପାଇ ଆତ୍ମସନ୍ତୋଷ ଲାଭ କରିବେ। ଯେକୌଣସି କାର୍ଯ୍ୟରେ ହାତ ଦିଅନ୍ତୁ ନା କାହିଁକି କୃତକାର୍ଯ୍ୟ ନିଶ୍ଚିନ୍ତ ହେବେ। ଆପଣଙ୍କ ପରାମର୍ଶ ଲାଭଦାୟକ ହେବ। ବିଦ୍ୟାର୍ଥୀମାନେ କୃତକାର୍ଯ୍ୟ ହେବେ।

ମୀନ : ମନୋବଳ ଦୃଢ଼ ରହିବ। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ଦେବଦର୍ଶନର ସୌଭାଗ୍ୟ ଉଦୟ ହୋଇଛି। ଅଶାନ୍ତି ଦୂର ହେବ। ସରକାରୀ ସ୍ତରରୁ ଲାଭ ମିଳିବ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories