www.samajalive.in
Monday, December 8, 2025
27.1 C
Bhubaneswar

ଆଉ ୬୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର : ରାଜ୍ୟରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୬୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାସହ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭,୯୬୯ରେ ପହଞ୍ଚିଛି। ମୃତକଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୨୨, ଅନୁଗୁଳରୁ ୧୧, ଜଗତସିଂହପୁରରୁ ୮, କେନ୍ଦ୍ରାପଡା ୬, ବାଲେଶ୍ୱର ୫, ଢେଙ୍କାନାଳରୁ ୪, ଭଦ୍ରକ ଓ ପୁରୀରୁ ୩ ଲେଖାଏଁ, ଯାଜପୁର,ଖୋର୍ଦ୍ଧା ଓ ମୟୁରଭଞ୍ଜରୁ ୨ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Hot this week

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

Related Articles

Popular Categories