www.samajalive.in
Monday, December 8, 2025
24.1 C
Bhubaneswar

ରାଜ୍ୟରେ ଚିହ୍ନଟ ହେଲେ ନୂଆ ୭୧୯ କରୋନା ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୧୯ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୪୨୨ ଓ ସ୍ଥାନୀୟ ସଂକ୍ରମିତ ୨୯୭ ଜଣ ରହିଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‍ ବୟସର ୧୨୫ ଜଣ ରହିଛନ୍ତି ରାଜ୍ୟର ଅନୁଗୁଳ ଜିଲାରେ ୧୮, ବାଲେଶ୍ୱର ୪୩, ବରଗଡ ୧, ଭଦ୍ରକ ୧୯, ବଲାଙ୍ଗିର ୩, ବଉଦ ୬ ଓ କଟକ ଜିଲାରେ ୮୯ ଜଣ ଚିହ୍ନଟ ହୋଇଛନ୍ତି। ଦେବଗଡରେ ୯, ଢେଙ୍କାନାଳ ୧୪, ଗଞ୍ଜାମ ୫, ଜଗତସିଂହପୁର ୨୩, ଯାଜପୁର ୨୭, ଝାରସୁଗୁଡା ୨, କଳାହାଣ୍ଡି ୩ ଓ କନ୍ଧମାଳ ଜିଲାରେ ୪ ଜଣ ଚିହ୍ନଟ ହୋଇଛନ୍ତି। କେନ୍ଦ୍ରାପଡାରେ ୨୮, କେନ୍ଦୁଝର ୧୩, ଖୋର୍ଦ୍ଧା ୨୫୯, କୋରାପୁଟ ୩, ମାଲକାନାଗିରି ୨, ମୟୁରଭଞ୍ଜରୁ ୩୦ ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ନବରଙ୍ଗପୁରରେ ୧, ନୟାଗଡ ୧୧, ପୁରୀ ୧୪, ରାୟଗଡା ୨, ସମ୍ବଲପୁର ୧୨, ସୋନପୁର ୨, ସୁନ୍ଦରଗଡ ୧୯ ଏବଂ ଷ୍ଟେଟପୁଲରୁ ୫୭ ଜଣଙ୍କୁ ଚିହ୍ନଟ କରାଯାଇଛି। ଦିନକ ମଧ୍ୟରେ ରାଜ୍ୟରେ ୭୬୨ ଜଣ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ସଂପ୍ରତି ୭୧୫୯ ଜଣ ସକ୍ରିୟ କରୋନା ରୋଗୀ ରହିଛନ୍ତି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories