www.samajalive.in
Saturday, December 13, 2025
26.1 C
Bhubaneswar

ଆଜି ରାଜ୍ୟରେ ୭୩୮ କରୋନା ଆକ୍ରାନ୍ତ ସୁସ୍ଥ, ମୋଟ ଆରୋଗ୍ୟ ସଂଖ୍ୟା ୯୯୪୬୩୯କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ୭୩୮ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୯୯୪୬୩୯କୁ ବୃଦ୍ଧି ପାଇଛି। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୧୯ ଏବଂ କଟକ ଜିଲାରୁ ୧୧୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ବାଲେଶ୍ବର ୫୨, ଷ୍ଟେଟପୁଲ ୪୮, ପୁରୀ ୩୯, ଜଗତସିଂହପୁର ୩୩, ଯାଜପୁର ୩୨, ମୟୂରଭଞ୍ଜ ୩୧, କେନ୍ଦ୍ରାପଡ଼ା ୨୪, ଅନୁଗୁଳ ୨୩, ସମ୍ବଲପୁର ୨୦, କେନ୍ଦୁଝର ୧୯, ଢେଙ୍କାନାଳ ୧୦, ନୟାଗଡ଼ ୧୦, ଦେବଗଡ଼ ୯, ଗଞ୍ଜାମ ୯, ଭଦ୍ରକ ୮, କୋରାପୁଟ ୮, ବରଗଡ଼ ୬, ସୁନ୍ଦରଗଡ଼ ୬, ଝାରସୁଗୁଡ଼ା ୪, ମାଲକାନଗିରି ୪, ଗଜପତି ୩, କଳାହାଣ୍ଡି ୩, ବୌଦ୍ଧ ୨ ସମେତ କନ୍ଧମାଳ, ନୂଆପଡ଼ା ଓ ରାୟଗଡ଼ାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ଦିଆଯାଇଛି।

- Advertisement -

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories