www.samajalive.in
Monday, December 8, 2025
20.1 C
Bhubaneswar

ନିର୍ମାଣଧୀନ ବ୍ରିଜ ଉପରୁ ୨ ମୃତଦେହ ଜବତ

ଯାଜପୁର : ଯାଜପୁର ଜିଲା ପାଣିକୋଇଲି ଥାନା ଅନ୍ତର୍ଗତ ମିର୍ଜାପୁର ନିକଟ ଜାତୀୟ ରାଜପଥରୁ ଆଜି ୨ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ମିର୍ଜାପୁର ନିକଟରେ ୧୬ ନମ୍ବର ଜାତୀୟ ରାଜପଥରେ ଚାଲିଥିବା ନିର୍ମାଣଧୀନ ବ୍ରିଜ ଉପରୁ ୨ ଜଣଙ୍କ ମୃତଦେହ ମିଳିଥିବା ବେଳେ ବ୍ରିଜ ତଳୁ ଏକ ବାଇକ ମଧ୍ୟ ଜବତ ହୋଇଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ। ତେବେ ଏହା ହତ୍ୟା କି ଆତ୍ମହତ୍ୟା ସେ ନେଇ କୌଣସି ସ୍ପଷ୍ଟତା ମିଳିପାରି ନାହିଁ। ଖବର ପାଇଁ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

Related Articles

Popular Categories