www.samajalive.in
Monday, December 8, 2025
27.1 C
Bhubaneswar

ଆର୍ଥିକ ଏବଂ ଡିଜିଟାଲ ସାକ୍ଷରତା ଶିବିର

ବେଗୁନିଆ :  ଓଡିଶା ଗ୍ରାମ୍ୟ ବ୍ୟାଙ୍କ ବେଗୁନିଆ ଶାଖା ତରଫରୁ ବେଗୁନିଆ ବ୍ଲକ ଅନ୍ତର୍ଗତ ରାଉତପଡା ମା ବୁଢ଼ୀ ବଘେଇ ପୀଠରେ ଆର୍ଥିକ ଏବଂ ଡିଜିଟାଲ ସାକ୍ଷରତା କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ୟ୍ୟକ୍ରମରେ ଶାଖା ପରିଚାଳକ ଦେବାଶିଷ ପଟ୍ଟନାୟକ, ଫିଲଡ଼ ଅଫିସର ନନ୍ଦିନୀ ପ୍ରଧାନ ଅବସରପ୍ରାପ୍ତ ପରିଚାଳକ ଦୀନବନ୍ଧୁ ଦାଶ ପ୍ରମୁଖ ଯୋଗ ଦେଇ ଆର୍ଥିକ ଏବଂ ଡିଜିଟାଲ ସାକ୍ଷରତା ସମ୍ବନ୍ଧୀୟ ଜମା ,ଉଠାଣ ଏବଂ ସରକାରଙ୍କ ଦ୍ୱାରା ପ୍ରଣୟନ କରାଯାଇଥିବା ଅଟଳ ପେନସନ ଯୋଜନା ସମ୍ପର୍କରେ ଲୋକମାନଙ୍କୁ ସଚେତନ କରିଥିଲେ । ବି ସି ଗୀତାଞ୍ଜଳି ତୋଷ ଧନ୍ୟବାଦ ପ୍ରଦାନ କରିଥିଲେ ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories