www.samajalive.in
Monday, December 15, 2025
14.1 C
Bhubaneswar

ରାଜ୍ୟରେ ଆଉ ୬୦୯ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୦୯ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୩୫୪ ଓ ସ୍ଥାନୀୟ ସଂକ୍ରମିତ ୨୫୫ ଜଣ ରହିଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‍ ବୟସର ୧୨୨ ଜଣ ଥିବା ଜଣାଯାଇଛି। ରାଜ୍ୟର ଅନୁଗୁଳ ଜିଲାରେ ୧୨, ବାଲେଶ୍ୱର ୩୧, ବରଗଡ ୯, ଭଦ୍ରକ ୧୮ ଓ ବଲାଙ୍ଗିରରେ ୪ ଜଣ ଚିହ୍ନଟ ହୋଇଛନ୍ତି। କଟକ ଜିଲାରେ ୧୧୩, ଦେବଗଡ ୪, ଢେଙ୍କାନାଳ ୮, ଗଜପତି ୧, ଗଞ୍ଜାମ ୫ ଓ ଜଗତସିଂହପୁର ଜିଲାରେ ୨୨ ଜଣ ଚିହ୍ନଟ ହୋଇଛନ୍ତି। ଯାଜପୁରରେ ୩୧, ଝାରସୁଗୁଡା ୫, କେନ୍ଦ୍ରାପଡା ୧୩, କେନ୍ଦୁଝର ୮ ଓ ଖୋର୍ଦ୍ଧାରେ ୧୮୮ ଜଣ ଚିହ୍ନଟ ହୋଇଛନ୍ତି। ସେହିଭଳି କୋରାପୁଟରେ ୬, ମାଲକାନଗିରି ୧, ମୟୁରଭଞ୍ଜ ୨୧, ନବରଙ୍ଗପୁର ୫, ନୟାଗଡ ୫, ପୁରୀରେ ୨୨ ଜଣ ଚିହ୍ନଟ ହୋଇଛନ୍ତି। ରାୟଗଡାରେ ୭, ସମ୍ବଲପୁର ୧୬, ସୋନପୁର ୨, ସୁନ୍ଦରଗଡ ୯ ଓ ଷ୍ଟେଟପୁଲରୁ ୪୫ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଦିନକ ମଧ୍ୟରେ ୭୬୩ ସୁସ୍ଥ ହୋଇଛନ୍ତି। ଏଥିସହିତ ସଂପ୍ରତି ରାଜ୍ୟରେ ୬୯୯୬ ସକ୍ରିୟ କରୋନା ରୋଗୀ ରହିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories